Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ ବିକାଶ ପରିଷଦ ତରଫରୁ ଖୋର୍ଦ୍ଧାରେ ଏନିମିଆ ମୁକ୍ତ ଭାରତ ଅଭିଜାନ
ଆଜିର ଖବର

ଭାରତ ବିକାଶ ପରିଷଦ ତରଫରୁ ଖୋର୍ଦ୍ଧାରେ ଏନିମିଆ ମୁକ୍ତ ଭାରତ ଅଭିଜାନ

February 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତ ବିକାଶ ପରିଷଦ ତରଫରୁ ଖୋର୍ଦ୍ଧାରେ ଏନିମିଆ ମୁକ୍ତ ଭାରତ ଅଭିଜାନ

ଖୋର୍ଦ୍ଧା: ରାଷ୍ଟ୍ରୀୟ ମହିଳା ଦିବସ ସପ୍ତାହ ଅବସରରେ ଭାରତ ବିକାଶ ପରିଷଦ ଖୋର୍ଦ୍ଧା ବରୁଣେଇ ଶାଖା ପକ୍ଷରୁ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ରାଷ୍ଟ୍ରୀୟ ବାଲ ଓ ମହିଳା ବିକାଶ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶାଖା ପରିଷଦ ସଭାପତି ଡ.ଅଜୟ ମିଶ୍ର ଙ୍କ ସଭାପତିତ୍ବ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆଇନଜିବୀ ଅଜିତ ପଟ୍ଟନାୟକ ମୁଖ୍ଯଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ।

ଭାରତବର୍ଷ ଝାନସୀରାଣୀ, ଲକ୍ଷ୍ମୀବାଇ, ଜିଜାବାଈ ଙ୍କ ଭଳି ମହିୟସୀ ମହିଳାଙ୍କ ଦେଶ। ଏକ ସୁସ୍ଥ ସମାଜ ଗଠନ ରେ ମହିଳାଙ୍କ ପ୍ରମୁଖ ଭୂମିକା ରହିଛି। ମହିଳାଙ୍କ ସମୃଦ୍ଧିରେ ହେବ ବିକଶିତ ଭାରତ। ସଭାପତିତ୍ବ ଭାଷଣରେ ମିଶ୍ର କହିଲେ ମହିଳାଙ୍କ ମଧ୍ଯରେ ଶକ୍ତି ଓ ସାମର୍ଥ୍ଯ ରହିଛି। ନିଜ ଅନ୍ତର୍ନିହିତ ପ୍ରତିଭା ବିକାଶ ଲାଗି ପରାମର୍ଶ ଦେଇଥିଲେ।

ପରିଷଦ ସଚିବ ଅଧ୍ୟାପିକା ପ୍ରବୀଣା ପଟ୍ଟନାୟକ ଅତିଥି ପରିଚୟ ଓ ସ୍ବାଗତ ଭାଷଣ ରେ ଏହି ଦିବସ ଆଭିମୁଖ୍ଯ କହିଥିଲେ। ସର୍ବ ଭାରତୀୟ ସ୍ତରରେ ପରିଷଦ ଏନିମିଆ ମୁକ୍ତ ଭାରତ ଅଭିଜାନ ଜାରି ରଖିଛି। ଏହି ଅବସରରେ ଖୋର୍ଦ୍ଧାରେ ଆଜି ଠାରୁ ଏହି ଅଭିଜାନ ଶୁଭାରମ୍ଭ ହୋଇଯାଇଛି ବୋଲି ପଟ୍ଟନାୟକ ସୂଚନା ଦେଇଛନ୍ତି। ସୁସ୍ଥ ମନରେ ସୁସ୍ଥ ଶରୀର। ସୁସ୍ଥ ପରିବେଶ ରୁ ସୁସ୍ଥ ସମାଜ ଗଠନ ହୋଇପାରିବ। ଏହିଅବସରରେ 30ରୁ ଉର୍ଦ୍ଧ୍ବ ମହିଳା ଓ କିଶୋରୀଙ୍କ ରକ୍ତ ଓ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା।

ପରିଷଦର ଅର୍ଥ ସଚିବ ରୋଜାଲିନ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ବରିଷ୍ଠ ସଦସ୍ଯ ଶୁଶାନ୍ତ ମୋହନ ପଟ୍ଟନାୟକ, ସତ୍ଯ ନାରାୟଣ ବିଶୋଇ, ଦିଲୀପ ପୃଷ୍ଟି, ଅମରଜିତ ସିଂ ପ୍ରମୁଖ ସଂଯୋଜନା କରିଥିଲେ। ପରିଷଦର ସମସ୍ତ ସଦସ୍ଯ, ସଦସ୍ଯା ଓ ଏକାଧିକ ମହିଳା ଉପସ୍ଥିତ ଥିଲେ।

ଖୋର୍ଦ୍ଧା ଭାରତ ବିକାଶ ପରିଷଦ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Latest News

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.