Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସ ଛାଡି ବିଜେପିରେ ସାମିଲ ହେଲେ ସରପଞ୍ଚ ଓ ଶତାଧିକ କର୍ମି
ଆଜିର ଖବର

କଂଗ୍ରେସ ଛାଡି ବିଜେପିରେ ସାମିଲ ହେଲେ ସରପଞ୍ଚ ଓ ଶତାଧିକ କର୍ମି

February 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
କଂଗ୍ରେସ ଛାଡି ବିଜେପିରେ ହେଲେ ସାମିଲ ହେଲେ ସରପଞ୍ଚ ଓ ଶତାଧିକ କର୍ମି

ଭୁବନେଶ୍ୱର: ଆଜି କଟକ ସଦର ଜିଲ୍ଲା ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ଶାଳଗାଁ ସରପଂଚ ପବିତ୍ର ମୋହନ ଉପାଧ୍ୟାୟ, ନଖରା ସରପଂଚ ମଧୁଛନ୍ଦା ଉପାଧ୍ୟାୟ ଓ ବରିଷ୍ଠ ନେତା ଜୟନ୍ତ ବେହେରାଙ୍କ ନେତୃତ୍ୱରେ ହଜାର ହଜାର କଂଗ୍ରେସ କାର୍ଯ୍ୟକର୍ତ୍ତା ଆନୁଷ୍ଠାନିକ ଭାବେ ଭାରତୀୟ ଜନତା ପାର୍ଟୀରେ ସାମିଲ ହୋଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ପାର୍ଟିରେ ସାମିଲ ହୋଇଥିବା ସମସ୍ତ ସଦସ୍ୟଙ୍କୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ।

ଏହି ମିଶ୍ରଣ ପର୍ବ ଅବସରରେ ଜିଲ୍ଲା ସଭାପତି ପ୍ରକାଶ ବେହେରା, ବରିଷ୍ଠ ନେତା ନୟନ କିଶୋର ମହାନ୍ତି, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶୁଭ୍ରାଂଶୁ ପାଢ଼ୀ, ଯୁବମୋର୍ଜା ରାଜ୍ୟ ସମ୍ପାଦକ ଗଗନ ଓଝା, ଯୁବମୋର୍ଚ୍ଚା ଜିଲ୍ଲା ସଭାପତି ନଳିନୀ ରାୟ, ପୂର୍ବତନ ମହିଳାମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ଥିଲେ ।

ବିଜେପି ବିଜେପି ମିଶ୍ରଣ ବିଜେପି ମିଶ୍ରଣ ପର୍ବ ମନମୋହନ ସାମଲ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜର ସମସ୍ୟା ସମାଧାନ ଦିଗରେ ଅହେତୁକ ବିଳମ୍ବ ବେଦନାଦାୟକ: ସମନ୍ୱୟ ସମିତି

August 29, 2026

ରାଶିଫଳ: ଅଗଷ୍ଟ ୨୯ ତାରିଖ ଶନିବାରରେ ଏହି ଆଠଟି ରାଶିର ଘରେ ଆସିବ ସୁଖ ସମୃଦ୍ଧି

August 29, 2026

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026
Latest News

ଶିକ୍ଷକ ସମାଜର ସମସ୍ୟା ସମାଧାନ ଦିଗରେ ଅହେତୁକ ବିଳମ୍ବ ବେଦନାଦାୟକ: ସମନ୍ୱୟ ସମିତି

August 29, 2026

ରାଶିଫଳ: ଅଗଷ୍ଟ ୨୯ ତାରିଖ ଶନିବାରରେ ଏହି ଆଠଟି ରାଶିର ଘରେ ଆସିବ ସୁଖ ସମୃଦ୍ଧି

August 29, 2026

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.