Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାମ ମନ୍ଦିର ପାଇଁ ମୋଦି ସରକାର ଅଧ୍ୟାଦେଶ ଆଣିବା ଜରୁରୀ : ଉଦ୍ଧବ ଠାକ୍‌ରେ
ଆଜିର ଖବର

ରାମ ମନ୍ଦିର ପାଇଁ ମୋଦି ସରକାର ଅଧ୍ୟାଦେଶ ଆଣିବା ଜରୁରୀ : ଉଦ୍ଧବ ଠାକ୍‌ରେ

June 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉଦ୍ଧବ ଠାକରେ
ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

ଶିବସେନା ପ୍ରମୁଖ ଉଦ୍ଧବ ଠାକରେ ରବିବାର ଦିନ ଅଯୋଧ୍ୟାରେ ରାମ ଲାଲାଙ୍କ ଦର୍ଶନ କରିଛନ୍ତି। ଉଦ୍ଧବଙ୍କ ସହିତ ତାଙ୍କ ପରିବାର ସଦସ୍ୟ ତଥା ସାଂସଦମାନେ ଉପସ୍ଥିତ ରହିଥିଲେ । ଦର୍ଶନ ପରେ ଗଣମାଧ୍ୟମକୁ ସମ୍ବୋଧନ କରି ଉଦ୍ଧବ କହିଛନ୍ତି ଯେ, ରାମ ମନ୍ଦିର ନିର୍ବାଚନୀ ମୁଦ୍ଦା ନୁହେଁ,  ପ୍ରଥମେ ରାମ ମନ୍ଦିର ପରେ ସରକାର ବୋଲି ନାରା ଦେଇଥିବାର ଉଦ୍ଧବ କହିଛନ୍ତି । ରାମମନ୍ଦିରର ବିଷୟ ବର୍ଷ ବର୍ଷ ଧରି କୋର୍ଟରେ ରହିଛି । ଏହାଉପରେ ଚର୍ଚ୍ଚା ମଧ୍ୟ ଲାଗି ରହିଛି କିନ୍ତୁ ଆମ ପାଖରେ ଏବେ ମଜବୁତ୍‌ ସରକାର ରହିଛି । ଆମର ସମ୍ପୂର୍ଣ୍ଣ ଭରସା ରହିଛି  କି, ରାମ ମନ୍ଦିରର ନିର୍ମାଣ ଶୀଘ୍ର ଆରମ୍ଭ ହେବ।  ଠାକରେ ଆହୁରି ମଧ୍ୟ କହିଛନ୍ତି ଯେ, ବାବ୍ରି ମସଜିତ ଢାଞ୍ଚା ଭାଙ୍ଗିବ‌ାରେ ଶିବସେନା ଆଗରେ ଥିଲା, ଏବେ ମନ୍ଦିର ନିର୍ମାଣରେ ମଧ୍ୟ ଆମେ ଆଗକୁ ଆସିଛୁ । ରାମ ମନ୍ଦିର ଅଯୋଧ୍ୟରେ ହିଁ ନିର୍ମାଣ ହେବ ବୋଲି ସେ ଦୋହରାଇବା ସହିତ ଯଦି କେନ୍ଦ୍ର ସରକାର ରାମ ମନ୍ଦିର ନିର୍ମାଣ ପାଇଁ ଅଧ୍ୟାଦେଶ ଆଣନ୍ତି ତେବେ ନିଶ୍ଚୟ ସମର୍ଥନ କରିବେ ବୋଲି କହିଛନ୍ତି ଉଦ୍ଧବ ।   ସାରା ଦେଶ ତଥା ବିଶ୍ବରେ ହିନ୍ଦୁ ସମାଜର ଏକତା ଜରୁରୀ । କେନ୍ଦ୍ରର ମୋଦୀ ସରକାର ହିନ୍ଦୁମାନଙ୍କୁ ସୁଦୃଢ କରିବା ଭଳି ସରକାର ବୋଲି କହିଛନ୍ତି ଉଦ୍ଧବ । ଉଦ୍ଧବଙ୍କ ସହିତ ସଞ୍ଜୟ ଯାଦବ, ଅଭୟ ଦ୍ବିବେଦୀ, କେନ୍ଦ୍ରମନ୍ତ୍ରୀ ଅରବିନ୍ଦ ସାଓ୍ବନ୍ତ, ସଦାଶିବ ଲୋଖଣ୍ଡେ ଓମ୍‌ ରାଜେ ଓ ଆଦିତ୍ୟ ଠାକୁର ପ୍ରମୁଖ ଉପସ୍ଥିତ ରହିଥିଲେ ।

govt rammandir thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026

ଘରୋଇ କମ୍ପାନୀର ୯ କୋଟି ବକେୟା: ସରକାରୀ ସମ୍ପତ୍ତି ଆଟାଚ୍ ନିର୍ଦ୍ଦେଶ

October 16, 2026
Latest News

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

October 16, 2026

୮ ବର୍ଷ ପରେ ଓଡ଼ିଶାରେ ହୋଇଛି ଏବିଭିପିର ବିପୁଳ ବିଜୟ: ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ

October 16, 2026

୧୫ ବର୍ଷରେ ପାଦ ଥାପିଲା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪

October 16, 2026

ଘରୋଇ କମ୍ପାନୀର ୯ କୋଟି ବକେୟା: ସରକାରୀ ସମ୍ପତ୍ତି ଆଟାଚ୍ ନିର୍ଦ୍ଦେଶ

October 16, 2026

ପିଏମ୍-ସେତୁ: ଓଡ଼ିଶାର ୫ ଆଇଟିଆଇ ପାଇଁ ୨୪୦ କୋଟି ମଞ୍ଜୁର

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.