Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୧ଦିନିଆ ଭାରତ-ମିଆଁମାର ମିଳିତ ସମରାଭ୍ୟାସ ଆରମ୍ଭ
ଆଜିର ଖବର

୨୧ଦିନିଆ ଭାରତ-ମିଆଁମାର ମିଳିତ ସମରାଭ୍ୟାସ ଆରମ୍ଭ

June 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତୀୟ ସେନା ଏବଂ ମିଆଁମାର ମଧ୍ୟରେ ଏକ ମିଳିତ ସମରାଭ୍ୟାସ ଆଜିଠାରୁ ଆରମ୍ଭ ହୋଇଛି । ତିନି ସପ୍ତାହ ବ୍ୟାପୀ ଚାଲିବାକୁ ଥିବା ଏହି ସମରାଭ୍ୟାସ ମଣିପୁର, ନାଗାଲାଣ୍ଡ ଏବଂ ଆସାମରେ ଅନୁଷ୍ଠିତ ହେବ । ଏହି ତିନି ରାଜ୍ୟରେ ମାଓବାଦୀ ମୁକାବିଲା ପାଇଁ ଦୁଇ ସେନାବାହିନୀ ଏକତ୍ର ଅଭ୍ୟାସ କରିଛନ୍ତି । ଭାରତର ଏହି ପଡୋଶୀ ରାଷ୍ଟ୍ର ହେବା ସହିତ ଭାରତ ସହିତ ୧୬୪୦କିମି ସୀମା ଭାଗ କରିଛି । ଦୁଇ ରାଷ୍ଟ୍ରର ସେନାବାହିନୀ ମଧ୍ୟରେ ଉନ୍ନତ ସମନ୍ବୟ ରକ୍ଷା କରିବା ନିମନ୍ତେ ଏହି ସମରାଭ୍ୟାସ ଆୟୋଜନ କରାଯାଇଛି ବୋଲି ସେନା ପକ୍ଷରୁ କୁହାଯାଇଛି । ଅପରେସନ୍‌ ସୂର୍ଯ୍ୟୋଦୟ ନାମରେ ନାମିତ ଏହି ମିଶନ୍‌ରେ କାମତାପୁର ଲିବରେସନ୍‌, ଏନ୍‌ଏସ୍‌ ସିଏନ୍‌ ଖାପଲାଙ୍ଗ ଏବଂ ନ୍ୟାସନାଲ ଡେମୋକ୍ରାଟିକ୍‌ ଫ୍ରଣ୍ଟ ଅଫ୍‌ ବୋଡୋଲ୍ୟାଣ୍ଡ ଏହି ସମରାଭ୍ୟାସରେ ଭାଗ ନେବେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ଏବଂ ଏୟାରଟେଲ୍ କମ୍ପାନୀର ବଢିବ ଚିନ୍ତା: ମିଶିବାକୁ ଯାଉଛନ୍ତି ଏହି ଦୁଇ କମ୍ପାନୀ

March 23, 2026

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026

IPL ପାଇଁ PSL ଛାଡିଥିବା ଖେଳାଳିମାନଙ୍କ ବିରୁଦ୍ଧରେ PCB କଠୋର: କାର୍ଯ୍ୟାନୁଷ୍ଠାନ ଚେତାବନୀ

March 23, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

March 23, 2026
Latest News

ଚୂଡ଼ାନ୍ତ ହେଲା ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ!: ଚିରାଗ ପାସୱାନଙ୍କ ବଡ଼ ଖୁଲାସା 

March 23, 2026

ଜିଓ ଏବଂ ଏୟାରଟେଲ୍ କମ୍ପାନୀର ବଢିବ ଚିନ୍ତା: ମିଶିବାକୁ ଯାଉଛନ୍ତି ଏହି ଦୁଇ କମ୍ପାନୀ

March 23, 2026

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026

IPL ପାଇଁ PSL ଛାଡିଥିବା ଖେଳାଳିମାନଙ୍କ ବିରୁଦ୍ଧରେ PCB କଠୋର: କାର୍ଯ୍ୟାନୁଷ୍ଠାନ ଚେତାବନୀ

March 23, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.