Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁନ୍ଦରଗଡ଼, ମାଲକାନଗିରି ଓ କନ୍ଧମାଳରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜିତ
ଆଜିର ଖବର

ସୁନ୍ଦରଗଡ଼, ମାଲକାନଗିରି ଓ କନ୍ଧମାଳରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜିତ

February 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଆଦିବାସୀ ବହୁଳ ଜିଲ୍ଲା ଓ ଗ୍ରାମାଞ୍ଚଳରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଜାରି ରହିଛି। ବୁଧବାର ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ପଞ୍ଚାୟତରେ ବିକଶିତ ଭାରତର ସଂକଳ୍ପ ଯାତ୍ରା ରଥ ଅଟକିବା ସହିତ କେନ୍ଦ୍ର ସରକାରଙ୍କ ପ୍ରମୁଖ ଯୋଜନା ସମ୍ପର୍କରେ ସଚେତନତା ବାର୍ତ୍ତା ପ୍ରଚାର କରିଥିଲା। ସଚେତନତା ବାହାନରେ ଲାଗିଥିବା ଏଲ୍‌ଇଡି ସ୍କ୍ରିନରେ ମୋଦୀ ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ବାର୍ତ୍ତା ପ୍ରସାରଣ କରାଯାଇଥିଲା। ଯାତ୍ରା ରହଣୀସ୍ଥଳରେ ହିତାଧିକାରୀମାନେ ସେମାନଙ୍କର  ପଞ୍ଜୀକରଣ କରିବା ସହିତ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ସଂକଳ୍ପ ନେଇଥିଲେ।

ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ସ୍ଥାନୀୟ ଜନପ୍ରତିନିଧି ଏବଂ ସରକାରୀ ହିତାଧିକାରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି। ଯାତ୍ରାରେ ସ୍ଥାନୀୟ ଜନସମୁଦାୟ ବେଶ୍‌ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଅନୁରୂପ ଭାବେ କନ୍ଧମାଳ ଜିଲ୍ଲାରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ବହୁସଂଖ୍ୟାରେ ମହିଳା ହିତାଧିକାରୀ ସାମିଲ ହେବା ବେଶ୍‌ ଉତ୍ସାହପ୍ରଦ ଥିଲା।

ପ୍ରଗତି ଧାରାକୁ ଆଗେଇ ନେଇ ରାଉରକେଲା ସହରର ବିଭିନ୍ନ ସ୍ଥାନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ମାଧ୍ୟମରେ କେନ୍ଦ୍ର ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ପ୍ରଚାରପ୍ରସାର କରାଯାଇଛି। ଏଥିରେ ବିଭିନ୍ନ ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ପଞ୍ଜୀକରଣ କରାଯାଇଥିବା ବେଳେ ପୁରୁଣା ହିତାଧିକାରୀମାନେ କେନ୍ଦ୍ରୀୟ ଯୋଜନାର ସୁଫଳକୁ ନେଇ ନିଜର ଅନୁଭୂତି ବଖାଣିଥିଲେ।

କନ୍ଧମାଳ ବିକଶିତ ଭାରତ ସଂକଳ୍ପ ଯାତ୍ରା ମାଲକାନଗିରି ସୁନ୍ଦରଗଡ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟରେ ଡିଜିପି ନିଯୁକ୍ତି ଶୁଣାଣି: ଆଜି ପକ୍ଷ ରଖିବେ ରାଜ୍ୟ ସରକାର

September 24, 2026

ଆସାମର ମୋଇଦମ ଏବଂ ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 24, 2026

ଆଜି ସେପ୍ଟେମ୍ବର ୨୪ ତାରିଖରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

September 24, 2026

ଏସଆଇଆର ସମେତ ସମସ୍ତ ନିଷ୍ପତ୍ତି ପୂର୍ଣ୍ଣ ନିର୍ବାଚନ ଆୟୋଗର ସର୍ବସମ୍ମତ ନିଷ୍ପତ୍ତି: ଇସି

September 23, 2026
Latest News

ସୁପ୍ରିମକୋର୍ଟରେ ଡିଜିପି ନିଯୁକ୍ତି ଶୁଣାଣି: ଆଜି ପକ୍ଷ ରଖିବେ ରାଜ୍ୟ ସରକାର

September 24, 2026

ଆସାମର ମୋଇଦମ ଏବଂ ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 24, 2026

ଆଜି ସେପ୍ଟେମ୍ବର ୨୪ ତାରିଖରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

September 24, 2026

ଏସଆଇଆର ସମେତ ସମସ୍ତ ନିଷ୍ପତ୍ତି ପୂର୍ଣ୍ଣ ନିର୍ବାଚନ ଆୟୋଗର ସର୍ବସମ୍ମତ ନିଷ୍ପତ୍ତି: ଇସି

September 23, 2026

୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ଦୁଷ୍କର୍ମ ଅଭିଯୋଗ, ଦେଢ଼ଶୁର ଗିରଫ

September 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.