Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟସ୍‌ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି : ବିଜୟ ଶଙ୍କରଙ୍କ ବିଶ୍ବକପ୍‌ ପଦାର୍ପଣ
ଆଜିର ଖବର

ଟସ୍‌ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି : ବିଜୟ ଶଙ୍କରଙ୍କ ବିଶ୍ବକପ୍‌ ପଦାର୍ପଣ

June 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚଳିତ କ୍ରିକେଟ ବିଶ୍ବକପ୍‌ର ହାଇଭୋଲ୍‌ଟେଜ୍‌ ଭାରତ ପାକିସ୍ତାନ ମ୍ୟାଚ୍‌ ଆରମ୍ଭ ହୋଇଛି । ଟସ୍‌ ଜିତି ପ୍ରଥମେ ବୋଲିଂର ନିଷ୍ପତ୍ତି ନେଇଛି ପାକିସ୍ତାନ । ପାକିସ୍ତାନ ପକ୍ଷରୁ ଏହାର ପୂର୍ବ ମ୍ୟାଚ୍‌ର ଟିମ୍‌ ଅପରିବର୍ତ୍ତିତ ରହିଥିବା ବେଳେ ଭାରତ ପକ୍ଷରୁ ବିଜୟ ଶଙ୍କର ନିଜର ବିଶ୍ବକପ୍‌ ପଦାର୍ପଣ କରିଛନ୍ତି । ଆହତ ଭାରତୀୟ ଓପ୍‌ନର ଶିଖର ଧଓ୍ବନ୍‌ଙ୍କ ସ୍ଥାନରେ କେଏଲ୍‌ ରାହୁଲ ଓପ୍‌ନର ରହିଥିବା ବେଳେ ଚାରି ନମ୍ବର ସ୍ଥାନ ପାଇଁ ବିଜୟ ଶଙ୍କର ଖେଳୁଛନ୍ତି । ଭାରତ ପ୍ରଥମେ ବ୍ୟାଟିଂ କରି 10.1 ଓଭର ଶେଷ ସୁଦ୍ଧା ବିନା ଓ୍ବିକେଟରେ 57 ରନ୍‌ ସଂଗ୍ରହ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026
Latest News

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.