Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ କିଚକେଶ୍ବରୀ ମନ୍ଦିରରେ କରିବେ ପୂଜା ଅର୍ଚ୍ଚନା
ଆଜିର ଖବର

ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ କିଚକେଶ୍ବରୀ ମନ୍ଦିରରେ କରିବେ ପୂଜା ଅର୍ଚ୍ଚନା

February 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ କିଚକେଶ୍ବରୀ ମନ୍ଦିରରେ କରିବେ ପୂଜା ଅର୍ଚ୍ଚନା

ଭୁବନେଶ୍ବର: ପୁଣି ଥରେ ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା 29 ତାରିଖରେ ସେ ତାଙ୍କ ଜିଲ୍ଲା ମୟୁରଭଂଜ ଗସ୍ତରେ ଆସୁଛନ୍ତି ବୋଲି ସୂଚନା ମିଳିଛି। ସେ ମୟୁରଭଂଜର ଆରଧ୍ୟ ଦେବୀ କିଚକେଶ୍ବରୀଙ୍କ ନିକଟରେ ପୂଜା ଅର୍ଚ୍ଚନା କରିବେ ବୋଲି ଜଣାପଡିଛି।

ସୂଚନା ଅନୁସାରେ ରାଷ୍ଟ୍ରପତି ସେଦିନ ସକାଳେ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିବେ। ସେଠାରୁ ସେ ହେଲିକାପ୍ଟର ଯୋଗେ ମୟୁରଭଂଜ ଯିବେ। ସେଥିପାଇଁ ଶୁକୃଳି ମହାବିଦ୍ୟାଳୟ ପଡିଆରେ ହେଲିପ୍ୟାଡର ବ୍ୟବସ୍ଥା କରାଯାଇଛି। ସେଠାରୁ ସେ କିଚକେଶ୍ବରୀ ମନ୍ଦିର ଯାଇ 30 ମିନିଟ ରହିବେ। ଏ ନେଇ ଜିଲ୍ଲା ପ୍ରଶାସନ ତରଫରୁ ପ୍ରସ୍ତୁତି କରାଯାଉଛ।

DroupadiMurmu president କିଚକେଶ୍ବରୀ ମନ୍ଦିର ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ଭାରତର ଶିଳ୍ପାୟନକୁ ନୂଆ ଦିଗ, ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘GO EAST’ ପ୍ଲାଟଫର୍ମ

June 27, 2026

ମହାପ୍ରଭୁଙ୍କ ଦେବସ୍ନାନ ଲୀଳା ପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ନୀତିକାନ୍ତି

June 27, 2026

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026
Latest News

ପୂର୍ବ ଭାରତର ଶିଳ୍ପାୟନକୁ ନୂଆ ଦିଗ, ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘GO EAST’ ପ୍ଲାଟଫର୍ମ

June 27, 2026

ମହାପ୍ରଭୁଙ୍କ ଦେବସ୍ନାନ ଲୀଳା ପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ନୀତିକାନ୍ତି

June 27, 2026

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.