Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୫ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ
ଆଜିର ଖବର

୫ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ

June 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଉ ପାଞ୍ଚ ଦିନ ଭିତରେ ଓଡ଼ିଶା ଛୁଇଁବ ଦକ୍ଷିଣ –ପଶ୍ଚିମ ମୌସୁମୀ ବାୟୁ । ଆରବ ସାଗରରେ ବାତ୍ୟା ‘ବାୟୁ’ ପାଇଁ ମୌସୁମୀ ଓଡ଼ିଶା ଆସିବାକୁ ବିଳମ୍ବ ହେଉଛି ବୋଲି ରାଜ୍ୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ରହିଛି । ତେବେ ୪ ଦିନରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ସକ୍ରିୟ ହେବ ମୌସୁମୀ । ୨୪ ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସୂଚନା ରହିଛି । ଜୁନ୍‌ ୮ ତାରିଖରେ ମୌସୁମୀ କେରଳ ଛୁଇଁଥିବାବେଳେ ଓଡ଼ିଶାକୁ ସପ୍ତାହେ ବିଳମ୍ବରେ ଆସିବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ରହିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ଏବଂ ଏୟାରଟେଲ୍ କମ୍ପାନୀର ବଢିବ ଚିନ୍ତା: ମିଶିବାକୁ ଯାଉଛନ୍ତି ଏହି ଦୁଇ କମ୍ପାନୀ

March 23, 2026

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026

IPL ପାଇଁ PSL ଛାଡିଥିବା ଖେଳାଳିମାନଙ୍କ ବିରୁଦ୍ଧରେ PCB କଠୋର: କାର୍ଯ୍ୟାନୁଷ୍ଠାନ ଚେତାବନୀ

March 23, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

March 23, 2026
Latest News

ଚୂଡ଼ାନ୍ତ ହେଲା ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ!: ଚିରାଗ ପାସୱାନଙ୍କ ବଡ଼ ଖୁଲାସା 

March 23, 2026

ଜିଓ ଏବଂ ଏୟାରଟେଲ୍ କମ୍ପାନୀର ବଢିବ ଚିନ୍ତା: ମିଶିବାକୁ ଯାଉଛନ୍ତି ଏହି ଦୁଇ କମ୍ପାନୀ

March 23, 2026

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026

IPL ପାଇଁ PSL ଛାଡିଥିବା ଖେଳାଳିମାନଙ୍କ ବିରୁଦ୍ଧରେ PCB କଠୋର: କାର୍ଯ୍ୟାନୁଷ୍ଠାନ ଚେତାବନୀ

March 23, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.