Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଏକ ଦେଶ ଏକ ନିର୍ବାଚନ’ କରିବାକୁ ୧୯ ତାରିଖରେ ମୋଦି କରିବେ ସର୍ବଦଳୀୟ ବୈଠକ
ଆଜିର ଖବର

‘ଏକ ଦେଶ ଏକ ନିର୍ବାଚନ’ କରିବାକୁ ୧୯ ତାରିଖରେ ମୋଦି କରିବେ ସର୍ବଦଳୀୟ ବୈଠକ

June 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ’ଏକ ଦେଶ, ଏକ ନିର୍ବାଚନ’ ବିଷୟକୁ ନେଇ ସମସ୍ତ ରାଜନୈତିକ ଦଳର ଲୋକସଭା ଓ ରାଜ୍ୟସଭାରେ ପ୍ରତିନିଧିତ୍ବ କରୁଥିବା ଅଧ୍ୟକ୍ଷଙ୍କ ସହ ୧୯ ତାରିଖରେ ବୈଠକ କରିବେ ବୋଲି ସୂଚନା ରହିଛି । ଏତଦ୍ ବ୍ୟତୀତ ଜୁନ ୨୦ରେ ଲୋକସଭା ଏବଂ ରାଜ୍ୟସଭାର ସାଂସଦଙ୍କୁ ନେଇ ଏକ ବୈଠକର ଆୟୋଜନ କରାଯାଇଛି । ଏହି ସମ୍ପର୍କରେ ସଂସଦୀୟ କାର୍ଯ୍ୟ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ରବିବାର ଦିନ ସୂଚନା ଦେଇଛନ୍ତି । ଚଳିତ ବର୍ଷ ଜାତିର ପିତା ମହାତ୍ମା ଗାନ୍ଧିଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ ୧୯ରେ ଏକ ବୈଠକ କରି ଏକ ଦେଶ ଏକ ନିର୍ବାଚନ ଏବଂ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ସହିତ ବହୁ ମହତ୍ତ୍ବପୂର୍ଣ୍ଣ ମାମଲାରେ ଚର୍ଚ୍ଚା କରିବେ ବୋଲି ଜଣାପଡିଛି ।  ସେ ସଂସଦରେ ଏକ ଦଳୀୟ ଭାବନା ଆଣିବାକୁ ଚାହୁଁଛନ୍ତି । ତେଣୁ ଏହି ବୈଠକର ଆୟୋଜନ କରାଯାଇଛି ବୋଲି ଯୋଶୀ କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ଏବଂ ଏୟାରଟେଲ୍ କମ୍ପାନୀର ବଢିବ ଚିନ୍ତା: ମିଶିବାକୁ ଯାଉଛନ୍ତି ଏହି ଦୁଇ କମ୍ପାନୀ

March 23, 2026

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026

IPL ପାଇଁ PSL ଛାଡିଥିବା ଖେଳାଳିମାନଙ୍କ ବିରୁଦ୍ଧରେ PCB କଠୋର: କାର୍ଯ୍ୟାନୁଷ୍ଠାନ ଚେତାବନୀ

March 23, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

March 23, 2026
Latest News

ଚୂଡ଼ାନ୍ତ ହେଲା ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ!: ଚିରାଗ ପାସୱାନଙ୍କ ବଡ଼ ଖୁଲାସା 

March 23, 2026

ଜିଓ ଏବଂ ଏୟାରଟେଲ୍ କମ୍ପାନୀର ବଢିବ ଚିନ୍ତା: ମିଶିବାକୁ ଯାଉଛନ୍ତି ଏହି ଦୁଇ କମ୍ପାନୀ

March 23, 2026

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026

IPL ପାଇଁ PSL ଛାଡିଥିବା ଖେଳାଳିମାନଙ୍କ ବିରୁଦ୍ଧରେ PCB କଠୋର: କାର୍ଯ୍ୟାନୁଷ୍ଠାନ ଚେତାବନୀ

March 23, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.