Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଙ୍ଗାଧରପୁର ଷ୍ଟେସନ ନିକଟସ୍ଥ ଟ୍ରାକରୁ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର
ଆଜିର ଖବର

ଗଙ୍ଗାଧରପୁର ଷ୍ଟେସନ ନିକଟସ୍ଥ ଟ୍ରାକରୁ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର

February 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗଙ୍ଗାଧରପୁର ରେଳ ଷ୍ଟେସନ
ଗଙ୍ଗାଧରପୁର ରେଳ ଷ୍ଟେସନ ନିକଟରେ ଅଘଟଣ: ଟ୍ରେନରୁ ଖସି ଯୁବକଙ୍କ ମୃତ୍ୟୁ

ଚିଲିକା (ସୀତାରାମ ଅଗ୍ରୱାଲ): ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ ଗଙ୍ଗାଧରପୁର ଷ୍ଟେସନ ନିକଟସ୍ଥ ଟ୍ରାକରୁ ଏକ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର କରିଛି ଜିଆରପି। ମୃତକଙ୍କ ବୟସ ଆନୁମାନିକ ୪୦ ହୋଇଥିବା ବେଳେ ସେ ଏକ ନାଲି ରଙ୍ଗର ଟି-ସାର୍ଟ ଏବଂ ଜିନ୍ସ ପିନ୍ଧିଥିବାର ଦେଖିବାକୁ ମିଳିଛି।

ତେବେ ତାଙ୍କ ମସ୍ତିଷ୍କରେ ଗଭୀର ଆଘାତ ଲାଗିଛି ଏବଂ ସେ କୌଣସି ଚଳନ୍ତା ଟ୍ରେନରୁ ଖସିଯାଇଥିବା ଜିଆରପି ଅନୁମାନ କରୁଛି। ଏ ନେଇ କେସ ନମ୍ବର ୧୨/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଥିବା ନିରାକାରପୁର ଜିଆରପି ଏଏସଆଇ ପରୀକ୍ଷିତ ନାୟକ ସୂଚନା ଦେଇଛନ୍ତି।

dead body rail track
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ବିରୋଧରେ ଇଣ୍ଡିଆ ମେଣ୍ଟ: ସିଜେଆଇ ଙ୍କୁ ଚିଠି ଲେଖିଲେ ୨୩ଟି ଦଳ

June 30, 2026

ତିନି ବର୍ଷ ପାଇଁ ନିଯୁକ୍ତ ହେବେ HDFC ବ୍ୟାଙ୍କର ନୂତନ ଅଧ୍ୟକ୍ଷ: ଜାଣନ୍ତୁ ସେ  କିଏ?

June 30, 2026

ଅନୁଗୋଳରେ ବେଆଇନ୍ ବନ୍ଧୁକ କାରଖାନା ଠାବ, ୨ ଭାଇ ଗିରଫ

June 30, 2026

ଆଜିଠାରୁ ଅଣସର ଦର୍ଶନ: ବ୍ରହ୍ମଗିରିରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ପ୍ରଭୁ ଅଲାରନାଥ

June 30, 2026
Latest News

କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ବିରୋଧରେ ଇଣ୍ଡିଆ ମେଣ୍ଟ: ସିଜେଆଇ ଙ୍କୁ ଚିଠି ଲେଖିଲେ ୨୩ଟି ଦଳ

June 30, 2026

ତିନି ବର୍ଷ ପାଇଁ ନିଯୁକ୍ତ ହେବେ HDFC ବ୍ୟାଙ୍କର ନୂତନ ଅଧ୍ୟକ୍ଷ: ଜାଣନ୍ତୁ ସେ  କିଏ?

June 30, 2026

“ଶାନ୍ତି ଦୂତ”ର ଖୋଲିବ ମୁଖା: ପାକିସ୍ତାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଭାରତର ବଡ଼ ଯୋଜନା

June 30, 2026

ଅନୁଗୋଳରେ ବେଆଇନ୍ ବନ୍ଧୁକ କାରଖାନା ଠାବ, ୨ ଭାଇ ଗିରଫ

June 30, 2026

ଆଜିଠାରୁ ଅଣସର ଦର୍ଶନ: ବ୍ରହ୍ମଗିରିରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ପ୍ରଭୁ ଅଲାରନାଥ

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.