Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ
ଆଜିର ଖବର

ଆସନ୍ତାକାଲି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ

February 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜସ୍ଥାନ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆସନ୍ତାକାଲି ଓଡିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ସମୟରେ ସେ ରେଳବାଇ କାର୍ଯ୍ୟକ୍ରମରେ ଯୋଗଦେବା ସହିତ ଆଭାସୀ (ଭିଡିଓ କନଫରେନସିଂ) ମାଧ୍ୟମରେ ଡାକ ବିଭାଗର ନିର୍ଦ୍ଧାରିତ କାର୍ଯ୍ୟକ୍ରମରେ ଯୋଗଦେବେ। କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁର୍ଲା ସ୍ଥିତ ସମ୍ବଲପୁର ବିଶ୍ୱବିଦ୍ୟାଳୟର ବିଜୁ ପଟ୍ଟନାୟକ ଅଡିଟୋରିୟମ ଠାରେ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିବେ।

ଉଭୟ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ ଓ ଶ୍ରୀ ବୈଷ୍ଣବ ଅପରାହ୍ନ 02 ଘ. 30 ମି. ସମୟରେ ଓଡ଼ିଶାର କିମ୍ବଦନ୍ତୀ କବି ତଥା ପଶ୍ଚିମ ଓଡିଶାର ସାଂସ୍କୃତିକ ଐତିହ୍ୟ ଉପରେ ସ୍ମରଣୀୟ ଡାକ ଷ୍ଟାମ୍ପ ଉନ୍ମୋଚନ କରିବେ। ସେହିଭଳି ସମ୍ବଲପୁର, ବରଗଡ, ଦେଓଗଡ, ଝାରସୁଗୁଡା ଏବଂ ସୁନ୍ଦରଗଡ ଡିଭିଜନର 42 ଟି ଶାଖା ପୋଷ୍ଟ ଅଫିସ ମଧ୍ୟ ଏହି ଅବସରରେ ଉନ୍ମୋଚନ କରାଯିବ।

ଶ୍ରୀ ବୈଷ୍ଣବ ଅପରାହ୍ନ 03 ଘ. 30 ମି. ସମୟରେ ପୂର୍ବତଟ ରେଳପଥର ମୁଖ୍ୟାଳୟ ଠାରେ ରେଳପଥର କାର୍ଯ୍ୟଦକ୍ଷତା ବିଶେଷ ଭାବେ ପ୍ରକଳ୍ପ, ଟ୍ରାଫିକ୍ ସୁବିଧା ଏବଂ ଭିତ୍ତିଭୂମି ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗ ଉପରେ ସମୀକ୍ଷା କରିବେ। ଏହା ପରେ ଶ୍ରୀ ବୈଷ୍ଣବ ଭୁବନେଶ୍ୱରରେ କିଛି ସ୍ଥାନୀୟ କାର୍ଯ୍ୟକ୍ରମରେ ଯୋଗଦେବେ ଏବଂ ସନ୍ଧ୍ୟାରେ ଦିଲ୍ଲୀ ଫେରି ଯିବେ।

aswini baishnav dharmendra pradhan Odisha Railway Minister
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.