Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ଓଡିଶା କଂଗ୍ରେସ କରିବ ମହିଳା ସମାବେଶ ସହ ନବୀନ ନିବାସ ଘେରାଉ
ଆଜିର ଖବର

ଭୁବନେଶ୍ବରରେ ଓଡିଶା କଂଗ୍ରେସ କରିବ ମହିଳା ସମାବେଶ ସହ ନବୀନ ନିବାସ ଘେରାଉ

February 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ଓଡିଶା କଂଗ୍ରେସ କରିବ ମହିଳା ସମାବେଶ ସହ ନବୀନ ନିବାସ ଘେରାଉ

ଭୁବନେଶ୍ୱର: ଆସନ୍ତାକାଲି ବୁଧବାର ଦିନ ପ୍ରଦେଶ କଂଗ୍ରେସ ଭୁବନେଶ୍ବରରେ କରିବ ବିଶାଳ ମହିଳା ସମ୍ମିଳନୀ। ଏଥିସହିତ ରାଜ୍ୟ ସରକାରଙ୍କ ବିଫଳତା ନେଇ ମହିଳାମାନେ ନବୀନ ନିବାସ ଘେରାଉ କରିବାର କାର୍ଯ୍ୟକ୍ରମ ରହିଛି। ଏ ନେଇ ସୂଚନା ଦେଇଛନ୍ତି ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ।

ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ପଟ୍ଟନାୟକ ରାଜ୍ୟରେ ମହିଳାମାନେ ଅସୁରକ୍ଷିତ ଥିବା କଥା କହି ରାଜ୍ୟ ସରକାର ସେମାନଙ୍କୁ କେବଳ ଭୋଟ ସର୍ବସ୍ୱ ରାଜନୀତିର ଏକ ଅଂଶବିଶେଷ ରୂପେ ବିବେଚନ କରୁଥିବାରୁ ତାଙ୍କୁ କଟୁ ସମାଲୋଚନା କରିଥିଲେ ।

ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ଶ୍ରୀମତୀ ମିନାକ୍ଷୀ ବାହିନୀପତି ମହିଳାମାନଙ୍କ ପ୍ରତି ଲଗାତାର ଭାବେ ଦୀର୍ଘ ୨୪ବର୍ଷ ଧରି ହେଉଥିବା ଅନ୍ୟାୟ ବିରୁଦ୍ଧରେ ବଡ଼ ଧରଣର ଆନ୍ଦୋଳନପାଇଁ ଆହ୍ୱାନ ଦେବା ସହିତ ବୁଧବାର ଦିନ ସର୍ବଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଶ୍ରୀମତୀ ଅଳକା ଲାମ୍ବାଙ୍କ ଉପସ୍ଥିତିରେ ଏହି ବିଶାଳ ମହିଳା ସମାବେଶର ଆୟୋଜନ କଥା ଘୋଷଣା କରିଛନ୍ତି ।

ମହିଳା ସମାବେଶ
Share. Facebook Twitter LinkedIn Email WhatsApp Copy Link

Related Posts

ତ୍ରୁଟି ସଂଶୋଧନ କରି ପିଲାମାନଙ୍କୁ ନିର୍ଭୁଲ ପାଠ୍ୟପୁସ୍ତକ ତୁରନ୍ତ ଯୋଗାଇ ଦିଆଯାଉ: ଓଷ୍ଟା

June 18, 2026

ଆଜିଠାରୁ ୨୨ ପର୍ଯ୍ୟନ୍ତ ମଧ୍ୟପ୍ରଦେଶ ଏବଂ ଓଡ଼ିଶା ଗସ୍ତ କରିବେ ରାଷ୍ଟ୍ରପତି

June 18, 2026

ବିସ୍ତୃତ ରାଶିଫଳ: ଜୁନ ୧୮ ତାରିଖ ବୁଧବାରରେ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜଳମୟ

June 18, 2026

‘ଛାତ୍ରଙ୍କ ଭବିଷ୍ୟତ ପାଇଁ ଲଢ଼େଇ’ : କୋଟାରୁ ମୋଦି ସରକାର ବିରୋଧରେ ରାହୁଲଙ୍କ ଶିକ୍ଷା ଆନ୍ଦୋଳନ

June 17, 2026
Latest News

ତ୍ରୁଟି ସଂଶୋଧନ କରି ପିଲାମାନଙ୍କୁ ନିର୍ଭୁଲ ପାଠ୍ୟପୁସ୍ତକ ତୁରନ୍ତ ଯୋଗାଇ ଦିଆଯାଉ: ଓଷ୍ଟା

June 18, 2026

ଆଜିଠାରୁ ୨୨ ପର୍ଯ୍ୟନ୍ତ ମଧ୍ୟପ୍ରଦେଶ ଏବଂ ଓଡ଼ିଶା ଗସ୍ତ କରିବେ ରାଷ୍ଟ୍ରପତି

June 18, 2026

ବିସ୍ତୃତ ରାଶିଫଳ: ଜୁନ ୧୮ ତାରିଖ ବୁଧବାରରେ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜଳମୟ

June 18, 2026

‘ଛାତ୍ରଙ୍କ ଭବିଷ୍ୟତ ପାଇଁ ଲଢ଼େଇ’ : କୋଟାରୁ ମୋଦି ସରକାର ବିରୋଧରେ ରାହୁଲଙ୍କ ଶିକ୍ଷା ଆନ୍ଦୋଳନ

June 17, 2026

ପିଲାମାନଙ୍କ ସ୍ୱାସ୍ଥ୍ୟ ସହ ଖେଳିବା ପଡ଼ିଲା ମହଙ୍ଗା; ଫି ଫେରସ୍ତ ସହ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଲେ କୋର୍ଟ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.