Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନମ୍ବର ଚିନ୍ତା ଛାଡ଼ି ଜନତାଙ୍କ ପ୍ରସଙ୍ଗ ଉପରେ ଧ୍ୟାନ ଦିଅନ୍ତୁ ବିରୋଧୀ : ନରେନ୍ଦ୍ର ମୋଦି
ଆଜିର ଖବର

ନମ୍ବର ଚିନ୍ତା ଛାଡ଼ି ଜନତାଙ୍କ ପ୍ରସଙ୍ଗ ଉପରେ ଧ୍ୟାନ ଦିଅନ୍ତୁ ବିରୋଧୀ : ନରେନ୍ଦ୍ର ମୋଦି

June 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲୋକସଭା ନିର୍ବାଚନ ପରେ ସଂସଦରେ ୧୭ତମ ଲୋକସଭାର ପ୍ରଥମ ମୌସୁମ ଅଧିବେଶନ ଆରମ୍ଭ ହୋଇଛି । ସ୍ବାଧୀନତା ପରେ ପ୍ରଥମଥର ଚଳିତ ଲୋକସଭା ନିର୍ବାଚନରେ ଅଧିକ ମହିଳା ତଥା ମହିଳା ସାଂସଦ ରହିଛନ୍ତି । ସେହିପରି ବହୁ ଦଶକ ପରେ କୌଣସି ଏକ ସରକାର ଦ୍ବିତୀୟ କାର୍ଯ୍ୟକାଳ ପାଇଁ ସ୍ପଷ୍ଟ ବହୁମତ ମଧ୍ୟ ହାସଲ କରିଛନ୍ତି । ମୋଦି ସରକାରଙ୍କ ଦ୍ବିତୀୟ କାର୍ଯ୍ୟକାଳରେ ପ୍ରଥମ ଅଧିବେଶନ ଅବସରରେ ମୋଦି ସମସ୍ତ ରାଜନୈତିକ ଦଳଙ୍କୁ ସଂସଦର କାର୍ଯ୍ୟ ସୂଚାର ରୂପେ ସଂପାଦାନ କରିବା ପାଇଁ ସହଯୋଗ କାମନା କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ନିର୍ବାଚନ ପରେ ନୂଆ ଲୋକସଭା ଗଠନ ପରେ ଆଜି ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି । ନୂଆ ସାଥୀଙ୍କ ସହିତ ପରିଚୟ ପାଇଁ ପୁଣି ଥରେ ଅବସର ମିଳିଛି । ନୂଆ ସ୍ବପ୍ନ ମଧ୍ୟ ରହିଛି । ବିରୋଧୀମାନେ ନମ୍ବର ଚିନ୍ତା ଛାଡି ଜନତାଙ୍କ  ବିଭିନ୍ନ ପ୍ରସଙ୍ଗ ଉପରେ ଧ୍ୟାନ ଦିଅନ୍ତୁ । ବିରୋଧୀମାନେ ଦେଶର ଗଣତନ୍ତ୍ର ପାଇଁ ଗୁରୁତ୍ୱପୂର୍ଣ୍ଣ । ତେଣୁ ସେମାନେ ସରକାରଙ୍କ କାମକୁ ବିରୋଧ କରିବା ଅନୁଚିତ । ସେମାନେ ସରକାରଙ୍କୁ ସହଯୋଗ କରିବା ଦରକାର । ମୋଦୀ ଆହୁରି କହିଛନ୍ତି ଯେ, ବିରୋଧୀଙ୍କ ଭାବନା ସରକାରଙ୍କ ପାଇଁ ମୁଲ୍ୟବାନ ଅଟେ । ସଂସଦରେ ବିରୋଧୀ-ସରକାରର ମନୋଭାବ ଛାଡି ନିରପେକ୍ଷ ଭାବେ କାମ କରିବା ଆବଶ୍ୟକ। ଆଗାମୀ ୫ ବର୍ଷ ଯାଏ ସରକାର ସଂସଦର ଗରିମାକୁ ବୃଦ୍ଧି କରିବେ ବୋଲି ମୋଦୀ କହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026
Latest News

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.