Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସପ୍ତଦଶ ଲୋକସଭାର ପ୍ରଥମ ଅଧିବେଶନରେ ଶପଥ ନେଲେ ମୋଦି
ଆଜିର ଖବର

ସପ୍ତଦଶ ଲୋକସଭାର ପ୍ରଥମ ଅଧିବେଶନରେ ଶପଥ ନେଲେ ମୋଦି

June 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Prime Minister Narendra Modi takes oath of duty
Prime Minister Narendra Modi takes oath of duty

ସପ୍ତଦଶ ଲୋକସଭାର ପ୍ରଥମ ବଜେଟ ଅଧିବେଶନର ପ୍ରଥମଦିନରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ପି ଭାବେ ଶପଥ ନେଇଛନ୍ତି। କାମଚଳା ବାଚସ୍ପତି ବୀରେନ୍ଦ୍ର କୁମାର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୋଦିଙ୍କ ପରେ ରାଜନାଥ ସିଂ ଏବଂ ତାଙ୍କ ପରେ ଅମିତ ଶାହ ଏମ୍‌ପି ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଦୁଇ ଦିନ ଧରି ଶପଥ ପାଠ ଅନୁଷ୍ଠିତ ହେବ । ଲୋକସଭା ଅଧ୍ୟକ୍ଷ ୧୯ ଜୁନ୍‌ରେ ନିର୍ବାଚିତ ହେବେ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉଭୟ ଗୃହରେ ଜୁନ୍‌ ୨୦ ତାରିଖରେ ଅଭିଭାଷଣ ରଖିବେ । ଓଡ଼ିଶାର ପ୍ରତାପ ଷଡଙ୍ଗୀ ସଂସ୍କୃତ ଭାଷାରେ ଶପଥ ନେଇଥିବାବେଳେ ଅନ୍ୟତମ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଆ ଭାଷାରେ ଶପଥ ଗ୍ରହଣ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.