Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିରାଟ-ଅନୁଷ୍କାଙ୍କ ନବଜାତ ଶିଶୁ ପୁତ୍ରର ନାମ ‘ଅକାୟ’: ଜାଣନ୍ତୁ ଏହାର ଅର୍ଥ
ଆଜିର ଖବର

ବିରାଟ-ଅନୁଷ୍କାଙ୍କ ନବଜାତ ଶିଶୁ ପୁତ୍ରର ନାମ ‘ଅକାୟ’: ଜାଣନ୍ତୁ ଏହାର ଅର୍ଥ

February 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଦ୍ୱିତୀୟ ଥର ପାଇଁ ପିତାମାତା ହୋଇଛନ୍ତି। ଅନୁଷ୍କା ଶର୍ମା ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ବିରାଟ କୋହଲି ଏବଂ ଅନୁଷ୍କା ଶର୍ମାଙ୍କ ପୁଅଙ୍କ ନାମ ଅକାୟ। କିନ୍ତୁ ଏହି ନାମର ଅର୍ଥ କ’ଣ? ସୋସିଆଲ ମିଡିଆରେ ଅକାୟ ନାମ କ୍ରମାଗତ ଭାବରେ ଟ୍ରେଣ୍ଡ କରୁଛି। କିନ୍ତୁ ଆସନ୍ତୁ ଜାଣିବା ଅକାୟ ନାମର ଅର୍ଥ… ହିନ୍ଦୀ ଅଭିଧାନ ଅନୁଯାୟୀ, ଅକାୟର ଅର୍ଥ ହେଉଛି ‘ନିରାକାର’।

ଏହି ପୋଷ୍ଟରେ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା କ’ଣ ଲେଖିଛନ୍ତି?:

ପ୍ରକାଶ ଯେ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ କରି ଦ୍ୱିତୀୟ ଥର ପିତାମାତା ହେବା ବିଷୟରେ ସୂଚନା ଦେଇଛନ୍ତି। ଏହି ପୋଷ୍ଟରେ ଲେଖାଯାଇଛି ଯେ, ଆମେ ଭାମିକାଙ୍କ ସାନଭାଇ ଅକାୟଙ୍କୁ ସ୍ୱାଗତ କରୁଛୁ। ଆମ ଜୀବନର ଏହି ସୁନ୍ଦର ମୁହୂର୍ତ୍ତରେ ଆମେ ଆପଣମାନଙ୍କ ଆଶୀର୍ବାଦ କାମନା କରୁଛୁ। ଆମର ଗୋପନୀୟତା ବଜାୟ ରଖିବାକୁ ମଧ୍ୟ ଆମେ ଆପଣଙ୍କୁ ଅନୁରୋଧ କରୁଛୁ। ତେବେ ସୋସିଆଲ ମିଡିଆରେ ଅକାୟଙ୍କ ନାମ ଭାଇରାଲ ହେବାରେ ଲାଗିଛି। ଲୋକମାନେ ଇଣ୍ଟରନେଟରେ ଅକାୟ ନାମର ଅର୍ଥ ଖୋଜୁଛନ୍ତି।

https://www.instagram.com/p/C3ku8K6IBCc/?utm_source=ig_embed&ig_rid=6d16139d-93d3-4f2b-887b-e3d8dab3b510

ସୂଚନାଯୋଗ୍ୟ ଯେ ବିରାଟ କୋହଲିଙ୍କ ପତ୍ନୀ ଅନୁଷ୍କା ଶର୍ମା ୧୧ ଜାନୁୟାରୀ ୨୦୨୧ ରେ ଏକ ଝିଅ ଜନ୍ମ ଦେଇଥିଲେ। ଉଭୟ ଦମ୍ପତିଙ୍କ ଝିଅର ନାମ ଭାମିକା। ଏଥି ସହିତ ବର୍ତ୍ତମାନ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଦ୍ୱିତୀୟ ଥର ପାଇଁ ପିତାମାତା ହୋଇଛନ୍ତି। ତେବେ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମାଙ୍କ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଆହୁରି ମଧ୍ୟ ସୋସିଆଲ ମିଡିଆ ବ୍ୟବହାରକାରୀମାନେ ଉଭୟ ଦମ୍ପତିଙ୍କୁ ନିରନ୍ତର ଅଭିନନ୍ଦନ ଜଣାଇଛନ୍ତି।

Anushka Sharma new born baby Virat Kohli
Share. Facebook Twitter LinkedIn Email WhatsApp Copy Link

Related Posts

“ହୁମାୟୁନ୍ କବୀରଙ୍କ ସହିତ ବିଜେପି ର ୧ ହଜାର କୋଟିର ଡିଲ୍”: ଗମ୍ଭୀର ଅଭିଯୋଗ ଆଣିଲା ଟିଏମସି

April 9, 2026

୧୫,୦୦୦ ଟନ୍ ଏଲପିଜି ନେଇ ମୁମ୍ବାଇରେ ପହଞ୍ଚିଲା ଭାରତୀୟ ଜାହାଜ “ଗ୍ରୀନ୍ ଆଶା”

April 9, 2026

IPL 2026: କାହା ପାଖରେ ଅରେଞ୍ଜ ଏବଂ ପର୍ପଲ କ୍ୟାପ୍?

April 9, 2026

ହରମୁଜ୍ ପ୍ରଣାଳୀ ଖୋଲା ଅଛି, କିନ୍ତୁ ଏବେ ବି ଟଳିନି ବିପଦ: ଜାହାଜ ପଥ ପରିବର୍ତ୍ତନ କଲା ଇରାନ୍

April 9, 2026
Latest News

“ହୁମାୟୁନ୍ କବୀରଙ୍କ ସହିତ ବିଜେପି ର ୧ ହଜାର କୋଟିର ଡିଲ୍”: ଗମ୍ଭୀର ଅଭିଯୋଗ ଆଣିଲା ଟିଏମସି

April 9, 2026

୧୫,୦୦୦ ଟନ୍ ଏଲପିଜି ନେଇ ମୁମ୍ବାଇରେ ପହଞ୍ଚିଲା ଭାରତୀୟ ଜାହାଜ “ଗ୍ରୀନ୍ ଆଶା”

April 9, 2026

IPL 2026: କାହା ପାଖରେ ଅରେଞ୍ଜ ଏବଂ ପର୍ପଲ କ୍ୟାପ୍?

April 9, 2026

ହରମୁଜ୍ ପ୍ରଣାଳୀ ଖୋଲା ଅଛି, କିନ୍ତୁ ଏବେ ବି ଟଳିନି ବିପଦ: ଜାହାଜ ପଥ ପରିବର୍ତ୍ତନ କଲା ଇରାନ୍

April 9, 2026

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା: ଲେବାନନ ଉପରେ ଭୟଙ୍କର ଆକ୍ରମଣ

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.