Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Breaking News: ପଦ୍ମ ଧରିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
ଆଜିର ଖବର

Breaking News: ପଦ୍ମ ଧରିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

February 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ସବୁ ଚର୍ଚ୍ଚା ଶେଷ କରି ଆଜି ଭୁବନେଶ୍ବରର ବିଜେପି କାର୍ଯ୍ୟାଳୟରେ ଦଳରେ ସାମିଲ ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। ସେ ବହୁ ପୂର୍ବରୁ ବିଜେପିରେ ସାମିଲ ହେବେ ବୋଲି ଚର୍ଚ୍ଚା ଚାଲିଥିଲା। ହେଲେ ଏବେ ରାଜନାଥ ସିଂ ବ୍ରହ୍ମପୁରରେ ସମାବେଶ କରିବା ପୂର୍ବରୁ ଦଳରେ ସାମିଲ ହୋଇଛନ୍ତି।

ଆଜି ସକାଳେ ପ୍ରଦୀପ ଭୁବନେଶ୍ବରର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଦଳ ତରଫରୁ ସ୍ବାଗତ କରାଯାଇ ତାଙ୍କୁ ଭିତରକୁ ନିଆଯାଇଥିଲା। ଏହାପରେ ମନମୋହନ ପ୍ରଦୀପ ପାଣିଗ୍ରାହୀ ବିଜେପିରେ ସାମିଲ ହେଲେ ବୋଲି ଘୋଷଣା କରି ଦଳୀୟ ଉତ୍ତରୀୟ ପିନ୍ଧାଇଥିଲେ।

ଦଳରେ ସାମିଲ ହେବା ପରେ ପ୍ରଦୀପ କହିଛନ୍ତି ଯେ, ବର୍ତ୍ତମାନ ଶ୍ରେଷ୍ଠ ଭାରତ ଶ୍ରେଷ୍ଠ ଓଡିଶା ଗଠନ କରିବାର ସମୟ ଆସିଛି। ଗୋଟିଏ ଥର ବିଜେପିକୁ ଶାସନ କ୍ଷମତା ଦିଅନ୍ତୁ ବୋଲି ସେ ସାଧାରଣରେ ଅପିଲ କରିଥିଲେ। ଆସନ୍ତାକାଲି ରାଜନାଥ ସିଂ ବ୍ରହ୍ମପୁରରେ ବିଶାଳ ସମାବେଶ କରିବେ। ସେ ଦାୟିତ୍ବ ପ୍ରଦୀପ ନେବେ।

PradeepPanigrahi ପ୍ରଦୀପ ପାଣିଗ୍ରାହୀ
Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗଳା ନିର୍ବାଚନ ଉପରେ ECIଙ୍କ କଡ଼ା ପଦକ୍ଷେପ, ୨୦ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଆକାଶ ମାର୍ଗରୁ କଲେ ସର୍ଭେ

April 22, 2026

ବାହାଘରର ପ୍ରସେସନରେ ଗୁଳିକାଣ୍ଡ : ଦୁଇ ଗୁରୁତର

April 22, 2026

ହାତୀ ଆକ୍ରମଣରେ ବୃଦ୍ଧା ମୃତ୍ୟୁ

April 22, 2026

ଆଜି ରାଜ୍ୟର ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ: ୧୨ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର

April 22, 2026
Latest News

ବଙ୍ଗଳା ନିର୍ବାଚନ ଉପରେ ECIଙ୍କ କଡ଼ା ପଦକ୍ଷେପ, ୨୦ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଆକାଶ ମାର୍ଗରୁ କଲେ ସର୍ଭେ

April 22, 2026

ବାହାଘରର ପ୍ରସେସନରେ ଗୁଳିକାଣ୍ଡ : ଦୁଇ ଗୁରୁତର

April 22, 2026

ହାତୀ ଆକ୍ରମଣରେ ବୃଦ୍ଧା ମୃତ୍ୟୁ

April 22, 2026

ଆଜି ରାଜ୍ୟର ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ: ୧୨ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର

April 22, 2026

ବଢିଲା ଆମେରିକା – ଇରାନ ଅସ୍ତ୍ରବିରତି

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.