Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଶ୍ରୀମନ୍ଦିର ସନ୍ଧ୍ୟା ୬ ଟାରୁ ରାତି ୯ଟା ପର୍ଯ୍ୟନ୍ତ ରହିବ ବନ୍ଦ
ଆଜିର ଖବର

ଆଜି ଶ୍ରୀମନ୍ଦିର ସନ୍ଧ୍ୟା ୬ ଟାରୁ ରାତି ୯ଟା ପର୍ଯ୍ୟନ୍ତ ରହିବ ବନ୍ଦ

February 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଶ୍ରୀମନ୍ଦିର ସନ୍ଧ୍ୟା ୬ ଟାରୁ ରାତି ୯ଟା ପର୍ଯ୍ୟନ୍ତ ରହିବ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସନ୍ଧ୍ୟା ୬ ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି ୯ଟା ପରେ ଦର୍ଶନ ସ୍ବାଭାବିକ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ପରମ୍ପରା ଅନୁଯାୟୀ, ଆଜି ଦ୍ୱିପ୍ରହର ଧୂପ ସରିବାପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ସନ୍ଧ୍ୟ। ୬ ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Shree Mandira ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀଙ୍କ ସହ ପ୍ରସ୍ତୁତିର ସମୀକ୍ଷା କଲେ କେନ୍ଦ୍ର ମନ୍ତ୍ରୀ

April 19, 2026

ସାରା ଭାରତରେ ୮୫ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା ଓଡ଼ିଆ ଚଳଚ୍ଚିତ୍ର ବିନ୍ଦୁସାଗର

April 19, 2026

ଅକ୍ଷୟ ତୃତୀୟାରେ ନିଜ ବନ୍ଧୁଙ୍କୁ ଜଣାନ୍ତୁ ଶୁଭେଚ୍ଛା, ବାସ୍ ମୋବାଇଲରେ କପି କରି ପଠାନ୍ତୁ ଏହି ବାର୍ତ୍ତା

April 19, 2026

ଅକ୍ଷୟ ତୃତୀୟା ପାଇଁ ରିଲାଏନ୍ସ ଜୁଏଲ୍ସର ନୂଆ ଅଫର: ଆଜି ଶେଷ ଦିନ

April 19, 2026
Latest News

ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀଙ୍କ ସହ ପ୍ରସ୍ତୁତିର ସମୀକ୍ଷା କଲେ କେନ୍ଦ୍ର ମନ୍ତ୍ରୀ

April 19, 2026

ସାରା ଭାରତରେ ୮୫ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା ଓଡ଼ିଆ ଚଳଚ୍ଚିତ୍ର ବିନ୍ଦୁସାଗର

April 19, 2026

ଅକ୍ଷୟ ତୃତୀୟାରେ ନିଜ ବନ୍ଧୁଙ୍କୁ ଜଣାନ୍ତୁ ଶୁଭେଚ୍ଛା, ବାସ୍ ମୋବାଇଲରେ କପି କରି ପଠାନ୍ତୁ ଏହି ବାର୍ତ୍ତା

April 19, 2026

ଅକ୍ଷୟ ତୃତୀୟା ପାଇଁ ରିଲାଏନ୍ସ ଜୁଏଲ୍ସର ନୂଆ ଅଫର: ଆଜି ଶେଷ ଦିନ

April 19, 2026

ଆଜି ରବିବାର ଏପ୍ରିଲ ୧୯ ତାରିଖରେ ତିନୋଟି ରାଶି ଉପରେ ରହିଛି ଖରାପ ଖବର

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.