Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୦୦ରୁ ଉର୍ଦ୍ଧ୍ବରେ ପହଞ୍ଚିଲା ଶିଶୁ ମୃତ ସଂଖ୍ୟା : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଓ ବିହାର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନାମରେ ଏତଲା
ଆଜିର ଖବର

୧୦୦ରୁ ଉର୍ଦ୍ଧ୍ବରେ ପହଞ୍ଚିଲା ଶିଶୁ ମୃତ ସଂଖ୍ୟା : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଓ ବିହାର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନାମରେ ଏତଲା

June 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିହାରରେ ମସ୍ତିଷ୍କ ଜ୍ବରରେ ଶିଶୁମୃତ ସଂଖ୍ୟା ୧୦୦ରୁ ଉର୍ଦ୍ଧ୍ବରେ ପହଞ୍ଚିଛି । ଇତିମଧ୍ୟରେ ମୁଜାପରଫର୍‌ ସିଜିଏମ୍‌ କୋର୍ଟରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଓ ବିହାରର ସ୍ବାସ୍ଥ୍ୟ ମନ୍ତ୍ରୀ ମଙ୍ଗଳ ପାଣ୍ଡେଙ୍କ ବିରୋଧରେ ମୋକଦ୍ଦମା ଦାଏର କରାଯାଇଛି । ସାମାଜିକ କାର୍ଯ୍ୟକର୍ତ୍ତା ତମନ୍ନା ହାସ୍‌ମୀଙ୍କ ତରଫରୁ କରାଯାଇଥିବା ଏହି ମାମଲାର ଶୁଣାଣି ଜୁନ୍‌ ୨୪ରେ ଶୁଣାଣୀ କରାଯିବ । ଗତ ରବିବାର ଦିନ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ବିହାରର ମୁଜାଫରପୁର ଗସ୍ତ କରି ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀ ଓ ସ୍ବାସ୍ଥ୍ୟ ସଚିବଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ସହ ସ୍ଥିତିର ସମୀକ୍ଷା ମଧ୍ୟ କରିଥିଲେ । ତେବେ ଏହି ଜ୍ବରରେ ମୃତ ଶିଶୁ ସଂଖ୍ୟା ବଢିବା ସହିତ ରାଜ୍ୟ ସରକାରଙ୍କ ପାଇଁ ଏହି ପରିସ୍ଥିତି ବେଶ୍‌ ଅଣାୟତ୍ତ ହୋଇପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026

ସିଲଚରରେ ୨୩୫୫୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 14, 2026
Latest News

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.