Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୦୦ରୁ ଉର୍ଦ୍ଧ୍ବରେ ପହଞ୍ଚିଲା ଶିଶୁ ମୃତ ସଂଖ୍ୟା : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଓ ବିହାର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନାମରେ ଏତଲା
ଆଜିର ଖବର

୧୦୦ରୁ ଉର୍ଦ୍ଧ୍ବରେ ପହଞ୍ଚିଲା ଶିଶୁ ମୃତ ସଂଖ୍ୟା : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଓ ବିହାର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନାମରେ ଏତଲା

June 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିହାରରେ ମସ୍ତିଷ୍କ ଜ୍ବରରେ ଶିଶୁମୃତ ସଂଖ୍ୟା ୧୦୦ରୁ ଉର୍ଦ୍ଧ୍ବରେ ପହଞ୍ଚିଛି । ଇତିମଧ୍ୟରେ ମୁଜାପରଫର୍‌ ସିଜିଏମ୍‌ କୋର୍ଟରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଓ ବିହାରର ସ୍ବାସ୍ଥ୍ୟ ମନ୍ତ୍ରୀ ମଙ୍ଗଳ ପାଣ୍ଡେଙ୍କ ବିରୋଧରେ ମୋକଦ୍ଦମା ଦାଏର କରାଯାଇଛି । ସାମାଜିକ କାର୍ଯ୍ୟକର୍ତ୍ତା ତମନ୍ନା ହାସ୍‌ମୀଙ୍କ ତରଫରୁ କରାଯାଇଥିବା ଏହି ମାମଲାର ଶୁଣାଣି ଜୁନ୍‌ ୨୪ରେ ଶୁଣାଣୀ କରାଯିବ । ଗତ ରବିବାର ଦିନ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ବିହାରର ମୁଜାଫରପୁର ଗସ୍ତ କରି ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀ ଓ ସ୍ବାସ୍ଥ୍ୟ ସଚିବଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ସହ ସ୍ଥିତିର ସମୀକ୍ଷା ମଧ୍ୟ କରିଥିଲେ । ତେବେ ଏହି ଜ୍ବରରେ ମୃତ ଶିଶୁ ସଂଖ୍ୟା ବଢିବା ସହିତ ରାଜ୍ୟ ସରକାରଙ୍କ ପାଇଁ ଏହି ପରିସ୍ଥିତି ବେଶ୍‌ ଅଣାୟତ୍ତ ହୋଇପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସର୍ବଭାରତୀୟ ‘ସମୃଦ୍ଧି’ ସମାରୋହ ୨୦୨୫-୨୬ ଉଦଘାଟିତ

January 28, 2026

ରାଶିଫଳ: ଆଜି ଜାନୁୟାରୀ ୨୮ ତାରିଖ ବୁଧବାରରେ ଏହି ରାଶିଗୁଡିକର ରହିଛି ରାଜଯୋଗ

January 28, 2026

ନୂଆ ମାଇଲଖୁଣ୍ଟ ହାସଲ କଲା ବିଏସଏନଏଲ

January 27, 2026

କିନ୍ନର ଆଖଡ଼ାର ମହାମଣ୍ଡଳେଶ୍ୱର ପଦବୀରୁ ଇସ୍ତଫା ଦେଲେ ମମତା କୁଲକର୍ଣ୍ଣୀ

January 27, 2026
Latest News

ସର୍ବଭାରତୀୟ ‘ସମୃଦ୍ଧି’ ସମାରୋହ ୨୦୨୫-୨୬ ଉଦଘାଟିତ

January 28, 2026

ଭାରତ-ୟୁରୋପୀୟ ସଂଘ ଭାଗିଦାରୀ: ବିଶ୍ୱ ଜିଡିପିର ୨୫% ଆଧାରରେ ଏକ ଶକ୍ତିଶାଳୀ ଆର୍ଥିକ ଭାଗିଦାରୀ

January 28, 2026

ଆଜି ନଵନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡିଶା ବନ୍ଦ ଡାକରା

January 28, 2026

ରାଶିଫଳ: ଆଜି ଜାନୁୟାରୀ ୨୮ ତାରିଖ ବୁଧବାରରେ ଏହି ରାଶିଗୁଡିକର ରହିଛି ରାଜଯୋଗ

January 28, 2026

କେନ୍ଦ୍ର ବଜେଟ୍ ୨୦୨୬-୨୭ ପାଇଁ ପ୍ରସ୍ତୁତିର ଅନ୍ତିମ ପର୍ଯ୍ୟାୟ ହାଲୱା ଉତ୍ସବ ସହିତ ଆରମ୍ଭ

January 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.