Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀରେ ମଧ୍ୟ ସଫଳ ହେଲା କଂଗ୍ରେସ!, AAP ସହିତ ହେଲା ବୁଝାମଣା, ଏହି ଆସନରେ ଲଢିପାରେ ନିର୍ବାଚନ
ଆଜିର ଖବର

ଦିଲ୍ଲୀରେ ମଧ୍ୟ ସଫଳ ହେଲା କଂଗ୍ରେସ!, AAP ସହିତ ହେଲା ବୁଝାମଣା, ଏହି ଆସନରେ ଲଢିପାରେ ନିର୍ବାଚନ

February 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦିଲ୍ଲୀରେ କଂଗ୍ରେସ ଏବଂ ଆମ୍ ଆଦମୀ ପାର୍ଟି (ଏଏପି) ମଧ୍ୟରେ ଚୁକ୍ତି ହୋଇଛି। ସୂଚନାନୁସାରେ, ଏଏପି ୪ ଟି ଆସନରେ ନିର୍ବାଚନ ଲଢିପାରେ। ତିନିଟି ଆସନରେ କଂଗ୍ରେସ ପ୍ରତିଦ୍ୱନ୍ଦିତା କରିପାରେ।

ସୂତ୍ରରୁ ପ୍ରକାଶ ଯେ, ପୂର୍ବ ଦିଲ୍ଲୀ, ଉତ୍ତର ପୂର୍ବ ଦିଲ୍ଲୀ ଏବଂ ଚାନ୍ଦନୀ ଚୌକ ଆସନରୁ କଂଗ୍ରେସ ନିର୍ବାଚନ ଲଢିପାରେ। ଯେଉଁଠାରେ AAP ନୂଆଦିଲ୍ଲୀ, ଉତ୍ତର-ପଶ୍ଚିମ ଦିଲ୍ଲୀ, ପଶ୍ଚିମ ଦିଲ୍ଲୀ ଏବଂ ଦକ୍ଷିଣ ଦିଲ୍ଲୀର ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିପାରେ।

ସୂତ୍ରରୁ ପ୍ରକାଶ ଯେ, ମିଳିତ ଚୁକ୍ତିନାମା ଅନୁଯାୟୀ କଂଗ୍ରେସ ଗୁଜୁରାଟର ଭରୁଚ ଆସନ ଆମ୍ ଆଦମୀ ପାର୍ଟିକୁ ଦେଇପାରେ।

aap Arvind Kejriwal Congress delhi election 2024 gujurat rahul gandhi
Share. Facebook Twitter LinkedIn Email WhatsApp Copy Link

Related Posts

ରେଳ ଧାରଣାରୁ ମୃତ ଦେହ ଉଦ୍ଧାର

September 23, 2026

ବ୍ରହ୍ମପୁର ମଣ୍ଡଳ କାରାଗାରରେ ବନ୍ଦୀଙ୍କ ଆତ୍ମହତ୍ୟା

September 23, 2026

ଆପଣଙ୍କ ଫୋନ୍‌ରୁ ଲାପଟପ୍‌ ପର୍ଯ୍ୟନ୍ତ ସବୁଠି ରହିଛି IP Address; ଜାଣନ୍ତୁ କ’ଣ ଏହା, କିପରି କାମ କରେ ଓ କେତେ ସୁରକ୍ଷିତ

September 23, 2026

ଭୁବନେଶ୍ୱର-କଟକ NHରେ ଦୁର୍ଘଟଣା, ଓଲଟିଲା କଦଳୀ ବୋଝେଇ ଟ୍ରକ୍

September 23, 2026
Latest News

ରେଳ ଧାରଣାରୁ ମୃତ ଦେହ ଉଦ୍ଧାର

September 23, 2026

ବ୍ରହ୍ମପୁର ମଣ୍ଡଳ କାରାଗାରରେ ବନ୍ଦୀଙ୍କ ଆତ୍ମହତ୍ୟା

September 23, 2026

ଆପଣଙ୍କ ଫୋନ୍‌ରୁ ଲାପଟପ୍‌ ପର୍ଯ୍ୟନ୍ତ ସବୁଠି ରହିଛି IP Address; ଜାଣନ୍ତୁ କ’ଣ ଏହା, କିପରି କାମ କରେ ଓ କେତେ ସୁରକ୍ଷିତ

September 23, 2026

ମୁଣ୍ଡବିନ୍ଧା ହେଲେ ଖାଉଛନ୍ତି କି ପେନକିଲର୍‌? ଆଣ୍ଟିବାୟୋଟିକ୍‌ ନେବା ପୂର୍ବରୁ ଜାଣନ୍ତୁ ଏହି କଥା

September 23, 2026

Smartphone Screen Guard: ଏଣିକି ମନଇଚ୍ଛା ବିକ୍ରି ହେବନି ଟେମ୍ପର୍ଡ ଗ୍ଲାସ୍, ୨୦୨୭ରୁ ଲାଗୁ ହେବ ନୂଆ ନିୟମ

September 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.