Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାର୍ଚ୍ଚ ୨୨ ରୁ ଆଇପିଏଲ ର ୧୭ ତମ ସଂସ୍କରଣ: ଦେଖନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ
ଆଜିର ଖବର

ମାର୍ଚ୍ଚ ୨୨ ରୁ ଆଇପିଏଲ ର ୧୭ ତମ ସଂସ୍କରଣ: ଦେଖନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

February 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଇପିଏଲ
IPL 2027 ନିଲାମ ପୂର୍ବରୁ ଦଳ ବଦଳାଇବେ ଏହି 7 ଜଣ ଷ୍ଟାର ଖେଳାଳି!: ଦେଖନ୍ତୁ ତାଲିକା

ନୂଆଦିଲ୍ଲୀ: ଆଇପିଏଲ ୨୦୨୪ ର କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ମାର୍ଚ୍ଚ ୨୨ ତାରିଖରୁ ଏହି ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ପ୍ରଥମ ମ୍ୟାଚ୍ ଖେଳାଯିବ। ଦୁଇଟି ପର୍ଯ୍ୟାୟରେ ଟୁର୍ଣ୍ଣାମେଣ୍ଟ କାର୍ଯ୍ୟସୂଚୀ ପ୍ରକାଶ ପାଇବ। ପ୍ରଥମ ପର୍ଯ୍ୟାୟର କାର୍ଯ୍ୟସୂଚୀ ବର୍ତ୍ତମାନ ପ୍ରକାଶ ପାଇଛି। ବର୍ତ୍ତମାନ କେବଳ ଆଇପିଏଲ୍ ୨୦୨୪ ର ପ୍ରଥମ ୨୧ ମ୍ୟାଚ୍ ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।

ଚଳିତ ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ ମତଦାନ ତାରିଖ ପରେ ହିଁ ଟୁର୍ଣ୍ଣାମେଣ୍ଟର ଅବଶିଷ୍ଟ ମ୍ୟାଚଗୁଡିକର କାର୍ଯ୍ୟସୂଚୀ ପ୍ରକାଶ ପାଇବ। ବର୍ତ୍ତମାନ କେବଳ ଏପ୍ରିଲ ୭ ତାରିଖ ପର୍ଯ୍ୟନ୍ତ ଖେଳାଯିବାକୁ ଥିବା ମ୍ୟାଚଗୁଡିକର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।

ଆଇପିଏଲ୍ ୨୦୨୪ର ପ୍ରଥମ ମ୍ୟାଚ୍ ଚେନ୍ନାଇରେ ଖେଳାଯିବ। ଏହାର ଅର୍ଥ ଚେନ୍ନାଇ ସୁପର କିଙ୍ଗ୍ସ ନିଜ ଘରୋଇ ପଡିଆରୁ ଟୁର୍ଣ୍ଣାମେଣ୍ଟ ଆରମ୍ଭ କରିବ। ପ୍ରଥମ ୨୧ ଟି ମ୍ୟାଚ୍ ରେ ୪ ଟି ଡବଲ୍ ହେଡର୍ ରହିବ।

ଏହା ହେଉଛି ପ୍ରଥମ ପର୍ଯ୍ୟାୟର କାର୍ଯ୍ୟସୂଚୀ:

Image

chennai super kings election 2024 IPL-2024 lokasabha nirvachan royal challengers bangalore
Share. Facebook Twitter LinkedIn Email WhatsApp Copy Link

Related Posts

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026

ଅତିରିକ୍ତ ସମୟରେ ଆର୍ଜେଣ୍ଟିନାର ଦମଦାର ବିଜୟ: ସେମିଫାଇନାଲରେ ପହଞ୍ଚିଲା ମେସିଙ୍କ ଦଳ 

July 12, 2026

ନେଇ ଯାଆ..ରେ ମେଘ ମୋତେ..ଗୀତର ଗାୟିକା ଏସ ଜାନକୀ ଆଉ ନାହାଁନ୍ତି, ୮୮ ବର୍ଷ ବୟସରେ ପରଲୋକ

July 12, 2026

ଶ୍ରେଷ୍ଠତା ସଂପର୍କରେ ଜାଣିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ବତାଇଛନ୍ତି ପାଞ୍ଚୋଟି ପ୍ରସଂଗ

July 12, 2026
Latest News

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026

ଅତିରିକ୍ତ ସମୟରେ ଆର୍ଜେଣ୍ଟିନାର ଦମଦାର ବିଜୟ: ସେମିଫାଇନାଲରେ ପହଞ୍ଚିଲା ମେସିଙ୍କ ଦଳ 

July 12, 2026

ନେଇ ଯାଆ..ରେ ମେଘ ମୋତେ..ଗୀତର ଗାୟିକା ଏସ ଜାନକୀ ଆଉ ନାହାଁନ୍ତି, ୮୮ ବର୍ଷ ବୟସରେ ପରଲୋକ

July 12, 2026

ଶ୍ରେଷ୍ଠତା ସଂପର୍କରେ ଜାଣିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ବତାଇଛନ୍ତି ପାଞ୍ଚୋଟି ପ୍ରସଂଗ

July 12, 2026

ସରକାରଙ୍କ ବିଭିନ୍ନ ସଫଳତାର ଗାଥାକୁ ନେଇ ପ୍ରକାଶିତ ଦୁଇଟି ବିଶେଷ ପୁସ୍ତକ ବାଣ୍ଟିଲେ ଉପ ମୁଖ୍ୟମନ୍ତ୍ରୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.