Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲାରେ ନୂତନ ସିଡ଼ିଏମଓ ଭାବେ କାର୍ଯ୍ୟରେ ଯୋଗଦେଲେ ଡାଃ. ରାଜ୍ୟଶ୍ରୀ ପଟ୍ଟନାୟକ
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲାରେ ନୂତନ ସିଡ଼ିଏମଓ ଭାବେ କାର୍ଯ୍ୟରେ ଯୋଗଦେଲେ ଡାଃ. ରାଜ୍ୟଶ୍ରୀ ପଟ୍ଟନାୟକ

February 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ନୂତନ ସିଡ଼ିଏମଓ ଭାବେ ବରିଷ୍ଠ ଚିକିତ୍ସକ ଡାଃ. ରାଜ୍ୟଶ୍ରୀ ପଟ୍ଟନାୟକ କାର୍ଯ୍ୟରେ ଯୋଗଦେଇଛନ୍ତି। ଡାଃ. ପଟ୍ଟନାୟକ ଏହା ପୁର୍ବରୁ କ୍ୟାପିଟାଲ ହସ୍ପିଟାଲରେ ସମ୍ୱନ୍ୱିତ ପରୀକ୍ଷାଗାର ବିଭାଗୀୟ ମୁଖ୍ୟ ଭାବେ କାର୍ଯ୍ୟରତ ଥିଲେ। ତାହା ପୁର୍ବରୁ ସେ କନ୍ଧମାଳ ସିଡ଼ିଏମଓ ଭାବେ ମଧ୍ୟ କାର୍ଯ୍ୟ କରିସାରିଛନ୍ତି।

ତେବେ ଖୋର୍ଦ୍ଧା ସିଡ଼ିଏମଓ ଭାବେ ଦାଇତ୍ୱ ନେବା ପରେ ଜିଲ୍ଲାରେ ୫-ଟି ଉପକ୍ରମରେ ଆମ ହସ୍ପିଟାଲ ଯୋଜନାରେ ନିର୍ମାଣାଧୀନ ମେଡିକାଲ ଗୁଡିକୁ ଯଥାଶୀଘ୍ର କାର୍ଯ୍ୟକ୍ଷମ କରିବା, ବିଭିନ୍ନ ସରକାରୀ ମେଡିକାଲରେ ଆବଶ୍ୟକୀୟ ଡାକ୍ତର ନିଯୁକ୍ତି, ଭିତ୍ତିଭୂମି ସୁଦୃଢ଼ୀକରଣ ଆଦିକୁ ପ୍ରାଥମିକତା ଦେବେ ବୋଲି କହିଛନ୍ତି।

ସୂଚନା ଥାଉକି ପୂର୍ବତନ ଖୋର୍ଦ୍ଧା ସିଡ଼ିଏମଓ ଡାଃ. ଆର୍ତ୍ତବନ୍ଧୁ ନାୟକଙ୍କ ରାଜ୍ୟ ନର୍ସିଙ୍ଗ ନିର୍ଦ୍ଦେଶକ ଭାବେ ପଦୋନ୍ନତି ହେବାପରେ ଉକ୍ତ ପଦବୀ ଖାଲି ପଡିଥିଲା।

ଖୋର୍ଦ୍ଧା ସିଡ଼ିଏମଓ
Share. Facebook Twitter LinkedIn Email WhatsApp Copy Link

Related Posts

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026
Latest News

ଟ୍ରେନ୍ ଧକ୍କାରେ ଭାରତୀୟ ବଂଶୋଦ୍ଭବ ଯୁବତୀ ଓ ନେପାଳୀ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

September 16, 2026

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.