Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାଇକୋର୍ଟରେ ବିଚାରପତି ନିଯୁକ୍ତି ପ୍ରସଙ୍ଗ : କଲେଜିୟମ୍‌କୁ ବିରୋଧ କଲା ହାଇକୋର୍ଟ ବାର୍‌ ଆସୋସିଏସନ୍‌
ଆଜିର ଖବର

ହାଇକୋର୍ଟରେ ବିଚାରପତି ନିଯୁକ୍ତି ପ୍ରସଙ୍ଗ : କଲେଜିୟମ୍‌କୁ ବିରୋଧ କଲା ହାଇକୋର୍ଟ ବାର୍‌ ଆସୋସିଏସନ୍‌

June 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଓଡ଼ିଶା ହାଇକୋର୍ଟରେ ବିଚାରପତି ନିଯୁକ୍ତିକୁ ନେଇ ବିବାଦ ବଢ଼ିବାରେ ଲାଗିଛି । ହାଇକୋର୍ଟର ୩ ଜଣିଆ କଲେଜିୟମ ବିଚାରପତିଙ୍କୁ ବିରୋଧ କରିଛି ହାଇକୋର୍ଟ ବାର ଆସୋସିଏସନ୍‌ । ଆସନ୍ତା ୨୬ ତାରିଖ ଯାଏଁ କଲେଜିୟମଙ୍କ କୋର୍ଟ ବର୍ଜନ କରିବାକୁ ଆଜି ବସିଥିବା ବାର ଆସୋସିଏସନ୍‌ ପରିଷଦ ବୈଠକରେ ନିଷ୍ପତ୍ତି ହୋଇଛି । ଜୁନ ୨୬ପରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ବାବଦରେ ସ୍ଥିର କରାଯିବ ବୋଲି ଜଣାପଡ଼ିଛି । ଓଡ଼ିଶା ହାଇକୋର୍ଟରେ  ବର୍ତ୍ତମାନ ପର୍ଯ୍ୟନ୍ତ ୧୪ଟି ବିଚାରପତି ପଦ ଖାଲି ପଡ଼ିଛି । ବିଚାରପତି ପଦ ପାଇଁ କଲେଜିୟମ ସେମାନଙ୍କ ନାଁ ସୁପାରିଶ ନ କରି ବାହାର ଅନ୍ୟ ରାଜ୍ୟର ବିଚାରପତିଙ୍କ ନାଁକୁ ସୁପାରିଶ କରିଥିବାବେଳେ, ଏହାକୁ ତୀବ୍ର ବିରୋଧ କରିଛି ବାର୍‌ ଆସୋସିଏସନ୍‌ । ସଂଘ ଏ ବାବଦରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଓ କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ସାକ୍ଷାତ କରିବେ । ଏହା ପରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ନେଇ ସ୍ଥିର ହେବ ବୋଲି ଜଣାପଡ଼ିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଖୁବ୍‌ଶୀଘ୍ର ପାକିସ୍ତାନ କ୍ରିକେଟ୍ ବୋର୍ଡ ବିରୋଧରେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ: ଚିଠି ଲେଖିଲା ICC

September 19, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଆଣିବା ପରେ ଫସିଗଲା ବିଜେଡି, ଦଳ ପାଖରେ ରହିବ ଦୁଇଟି ବିକଳ୍ପ

September 19, 2025

ଓଡିଶାରେ ଆଦି କର୍ମଯୋଗୀ ଅଭିଯାନର ପ୍ରଗତି ସମ୍ପର୍କୀତ ସମୀକ୍ଷୀ ବୈଠକ

September 19, 2025

ଜିଏସଟି ହାର ସଂଶୋଧନକୁ ଦୃଷ୍ଟିରେ ରଖି ସଂଶୋଧିତ ପରାମର୍ଶ ଜାରି କଲେ ସରକାର

September 19, 2025
Latest News

ଖୁବ୍‌ଶୀଘ୍ର ପାକିସ୍ତାନ କ୍ରିକେଟ୍ ବୋର୍ଡ ବିରୋଧରେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ: ଚିଠି ଲେଖିଲା ICC

September 19, 2025

ଭାରତ ସମ୍ପର୍କରେ ଆମେରିକାକୁ ରୁଷର ଚେତାବନୀ: ଶୁଳ୍କ ଉପରେ ଦେଲା ବଡ ବିବୃତ୍ତି

September 19, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଆଣିବା ପରେ ଫସିଗଲା ବିଜେଡି, ଦଳ ପାଖରେ ରହିବ ଦୁଇଟି ବିକଳ୍ପ

September 19, 2025

ଓଡିଶାରେ ଆଦି କର୍ମଯୋଗୀ ଅଭିଯାନର ପ୍ରଗତି ସମ୍ପର୍କୀତ ସମୀକ୍ଷୀ ବୈଠକ

September 19, 2025

ଜିଏସଟି ହାର ସଂଶୋଧନକୁ ଦୃଷ୍ଟିରେ ରଖି ସଂଶୋଧିତ ପରାମର୍ଶ ଜାରି କଲେ ସରକାର

September 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.