Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାଇକୋର୍ଟରେ ବିଚାରପତି ନିଯୁକ୍ତି ପ୍ରସଙ୍ଗ : କଲେଜିୟମ୍‌କୁ ବିରୋଧ କଲା ହାଇକୋର୍ଟ ବାର୍‌ ଆସୋସିଏସନ୍‌
ଆଜିର ଖବର

ହାଇକୋର୍ଟରେ ବିଚାରପତି ନିଯୁକ୍ତି ପ୍ରସଙ୍ଗ : କଲେଜିୟମ୍‌କୁ ବିରୋଧ କଲା ହାଇକୋର୍ଟ ବାର୍‌ ଆସୋସିଏସନ୍‌

June 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଓଡ଼ିଶା ହାଇକୋର୍ଟରେ ବିଚାରପତି ନିଯୁକ୍ତିକୁ ନେଇ ବିବାଦ ବଢ଼ିବାରେ ଲାଗିଛି । ହାଇକୋର୍ଟର ୩ ଜଣିଆ କଲେଜିୟମ ବିଚାରପତିଙ୍କୁ ବିରୋଧ କରିଛି ହାଇକୋର୍ଟ ବାର ଆସୋସିଏସନ୍‌ । ଆସନ୍ତା ୨୬ ତାରିଖ ଯାଏଁ କଲେଜିୟମଙ୍କ କୋର୍ଟ ବର୍ଜନ କରିବାକୁ ଆଜି ବସିଥିବା ବାର ଆସୋସିଏସନ୍‌ ପରିଷଦ ବୈଠକରେ ନିଷ୍ପତ୍ତି ହୋଇଛି । ଜୁନ ୨୬ପରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ବାବଦରେ ସ୍ଥିର କରାଯିବ ବୋଲି ଜଣାପଡ଼ିଛି । ଓଡ଼ିଶା ହାଇକୋର୍ଟରେ  ବର୍ତ୍ତମାନ ପର୍ଯ୍ୟନ୍ତ ୧୪ଟି ବିଚାରପତି ପଦ ଖାଲି ପଡ଼ିଛି । ବିଚାରପତି ପଦ ପାଇଁ କଲେଜିୟମ ସେମାନଙ୍କ ନାଁ ସୁପାରିଶ ନ କରି ବାହାର ଅନ୍ୟ ରାଜ୍ୟର ବିଚାରପତିଙ୍କ ନାଁକୁ ସୁପାରିଶ କରିଥିବାବେଳେ, ଏହାକୁ ତୀବ୍ର ବିରୋଧ କରିଛି ବାର୍‌ ଆସୋସିଏସନ୍‌ । ସଂଘ ଏ ବାବଦରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଓ କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ସାକ୍ଷାତ କରିବେ । ଏହା ପରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ନେଇ ସ୍ଥିର ହେବ ବୋଲି ଜଣାପଡ଼ିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026
Latest News

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.