Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଖୋଲିବ ଆଉ ତିନୋଟି ସାଇବର ଥାନା : ଡିଜିପି
ଆଜିର ଖବର

ରାଜ୍ୟରେ ଖୋଲିବ ଆଉ ତିନୋଟି ସାଇବର ଥାନା : ଡିଜିପି

June 17, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟରେ ସାଇବର ମାମଲା ଉଦବେଗଜନକ ଭାବରେ ବୃଦ୍ଧି ପାଇଛି । ୨୦୧୩ରେ ୧୨୦ଟି ମାମଲା ରୁଜୁ ହୋଇ ଥିବା ବେଳେ ୨୦୧୮ରେ ୮୬୮କୁ ବୃଦ୍ଧି ପାଇଥିଲା ।  ମାମଲା ଯେଉଁ ପରିମାଣରେ ବଢୁଛି ସେହି ପରିମାଣରେ ସାଇବର ଥାନା ନାହିଁ  । ଏଥିପାଇଁ ରାଜ୍ୟରେ ଆଉ ୩ଟି ସାଇବର ଥାନା ପ୍ରତିଷ୍ଠା ହେବ । ଭୁବନେଶ୍ୱର, ବାଲେଶ୍ୱର ଓ ଜୟପୁରରେ ସାଇବର ଥାନା ପ୍ରତିଷ୍ଠା କରାଯିବ । ସାଇବର ଥାନା ବଢିବା ସହ ତଦନ୍ତ ଅଧିକାରୀ ମଧ୍ୟ ବୃଦ୍ଧି କରାଯିବ । ଖୁବ୍‌ଶୀଘ୍ର ଗୋଟିଏ ପୂର୍ଣ୍ଣାଙ୍ଗ ତଦନ୍ତକାରୀ ଟିମ୍‌ ଗଠନ କରାଯିବ ବୋଲି ତିନ ଦିନିଆ ସାଇବର ଅଧିକାରୀ ତାଲିମ କାର୍ଯ୍ୟକ୍ରମରେ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମା ସୂଚନା ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026

ସିଲଚରରେ ୨୩୫୫୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 14, 2026
Latest News

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.