Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ ପ୍ରଶସ୍ତିକରଣକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରି
ଆଜିର ଖବର

କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ ପ୍ରଶସ୍ତିକରଣକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରି

February 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡ଼ିଶାର କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା ଦେଇ ଯାଇଥିବା ୫୯ ନମ୍ବର ଜାତୀୟ ରାଜପଥ ଦାରିଙ୍ଗିବାଡ଼ି ଘାଟ ସେକ୍ସନ୍‌ର ପ୍ରଶସ୍ତିକରଣ ଓ ସୁଦୃଢ଼ିକରଣ ପ୍ରସ୍ତାବକୁ କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି। ୨୬.୯୬ କିଲୋମିଟର ଲମ୍ବା ଏହି ରାଜପଥର ପ୍ରଶସ୍ତିକରଣ ପାଇଁ ୨୦୨୩-୨୪ ବାର୍ଷିକ ଯୋଜନାରେ ୭୧୮.୨୬ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ନେଇ ଏକ୍ସ ପୋଷ୍ଟ ମାଧ୍ୟମରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତୀନ ଗଡ଼କରୀ ସୂଚନା ଦେଇଛନ୍ତି।

ଶ୍ରୀ ଗଡ଼କରୀ କହିଛନ୍ତି, ଦାରିଙ୍ଗିବାଡ଼ି ଘାଟ ସେକ୍ସନ ବର୍ତ୍ତମାନ ଏକ ସଂକୀର୍ଣ୍ଣ ଚଳାଚଳ ମାର୍ଗ ଏବଂ ଖରାପ ମାନର ଜ୍ୟାମିତିକ ଆକାର ଯୋଗୁ ଗାଡ଼ି ଚଳାଚଳରେ ବିଭିନ୍ନ ବାଧା ସୃଷ୍ଟି କରୁଛି। ଏହି କାରଣରୁ ପଶ୍ଚିମ ଓଡ଼ିଶାରୁ ଆସୁଥିବା ଲମ୍ବା ଦୂରଗାମୀ ବାହନଗୁଡ଼ିକୁ ୫୯ ନମ୍ବର ଜାତୀୟ ରାଜପଥକୁ ଏଡ଼ାଇବାକୁ ହେଉଛି । ବିଶେଷ କରି ଶୀତଦିନେ ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀକୁ ଦୃଷ୍ଟିରେ ରଖି ଏହି ରାସ୍ତାକୁ ବଢ଼ାଇବା ଦ୍ୱାରା ରାଜପଥର ମାନ ବୃଦ୍ଧି ପାଇବ, ନିରାପତ୍ତା ସୁଦୃଢ଼ ହେବ ଏବଂ ୫୯ ନମ୍ବର ଜାତୀୟ ରାଜପଥରେ ସମସ୍ତ ପାଣିପାଗରେ ଯୋଗାଯୋଗ ସୁନିଶ୍ଚିତ ହେବ।

କେନ୍ଦ୍ର ସରକାର ନୀତୀନ ଗଡ଼କରୀ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026

SIR କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗ: ଜଣେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

March 20, 2026

ହୀରାପଥର ଖଣି ଚିହ୍ନଟ ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ

March 20, 2026

ଆଜି ହେଉଛି ପଖାଳ ଦିବସ: ଜାଣନ୍ତୁ ଏହା କାହିଁକି ପାଳନ କରନ୍ତି ଓଡିଆ?

March 20, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026

SIR କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗ: ଜଣେ ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

March 20, 2026

ହୀରାପଥର ଖଣି ଚିହ୍ନଟ ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ

March 20, 2026

ଆଜି ହେଉଛି ପଖାଳ ଦିବସ: ଜାଣନ୍ତୁ ଏହା କାହିଁକି ପାଳନ କରନ୍ତି ଓଡିଆ?

March 20, 2026

ଆଜି ମାର୍ଚ୍ଚ ୨୦ ତାରିଖ ଶୁକ୍ରବାର ଖୋଲିବ ଏହି ରାଶିଗୁଡିକର ଭାଗ୍ୟ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.