Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରେ ସାମିଲ ହେଲେ କଂଗ୍ରେସ ନେତା, ଆଇନଜୀବୀ ଏବଂ ସମାଜସେବୀ
ଆଜିର ଖବର

ବିଜେପିରେ ସାମିଲ ହେଲେ କଂଗ୍ରେସ ନେତା, ଆଇନଜୀବୀ ଏବଂ ସମାଜସେବୀ

February 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
BJPMishran
ବିଜେପିରେ ସାମିଲ ହେଲେ କଂଗ୍ରେସ ନେତା, ଆଇନଜୀବୀ, ଏବଂ ସମାଜସେବୀ

ଭୁବନେଶ୍ୱର : ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲାର ପୂର୍ବତନ ଧର୍ମଶାଳା ବିଧାୟକ ସ୍ୱର୍ଗତଃ କାଙ୍ଗାଳିଚରଣ ପଣ୍ଡାଙ୍କ ପୁତୁରା ତଥା କଂଗ୍ରେସ ନେତା ଦେବେନ୍ଦ୍ର କୁମାର ପଣ୍ଡା ନିଜ ସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି।

ଏହି ଅବସରରେ ଜେନାପୁର ପଂଚାୟତର କଂଗ୍ରେସ ନେତା ଦେବଦର୍ଶନ ଦାସ, ଗଡମଧୁପୁରର ପଂଚାୟତର ମନୋଜ କୁମାର ରାଉତ, ମହିସରା ପଂଚାୟତର ନୃସିଂହ ମଲ୍ଲିକ ଓ ଶୁକଦେବ ଦେହୁରୀ ପ୍ରମୁଖ ଆନୁଷ୍ଠିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି।
ସେହିପରି ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ନିର୍ବାଚନ ମଣ୍ଡଳୀର ବିଶିଷ୍ଟ ଆଇନଜୀବୀ ମନୋଜ କୁମାର ହାତି, ଗୌର ରାଜପଲିଆ, ଫିରୋଜ ବଗର୍ତୀ, ସମାଜସେବୀ ଜଗନ୍ନାଥ ସାହୁ, ସୁଧୀର ଘଡେଇ ଆନୁଷ୍ଠାନିକଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଓ ଆଦର୍ଶ ଏବଂ ଭାରତୀୟ ଜନତା ପାର୍ଟିର ସୁଶାସନରେ ଅନୁପ୍ରାଣିତ ହୋଇ ବିଜେପିରେ ସାମିଲ ହୋଇଥିବା ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କଲେ ରାଜ୍ୟ ସଭାପତି ଶ୍ରୀ ସାମଲ ।

BJP Election2024 ନିର୍ବାଚନ2024 ବିଜେପି ମିଶ୍ରଣ ବିଜେପି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜ ବିଜ୍ଞାନ ବିଭାଗର ସୁବର୍ଣ୍ଣ ଜୟନ୍ତୀ ସମାରୋହ

March 20, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026
Latest News

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜ ବିଜ୍ଞାନ ବିଭାଗର ସୁବର୍ଣ୍ଣ ଜୟନ୍ତୀ ସମାରୋହ

March 20, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

March 20, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.