Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶିତ
ଆଜିର ଖବର

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶିତ

June 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଓଡ଼ିଶାର ୩ଟି ରାଜ୍ୟସଭା ଆସନର ଉପ ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ତିନୋଟି ପଦ ପାଇଁ ପୃଥକ ପୃଥକଭାବେ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଆଶାୟୀ ପ୍ରାର୍ଥୀମାନେ ଆଜିଠାରୁ ନାମାଙ୍କନ ଦାଖଲ କରିପାରିବେ। ଜୁନ୍ ୨୫ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରିହେବ। ଜୁଲାଇ ୫ ତାରିଖରେ ଉପ ନିର୍ବାଚନ ହେବ। ନିର୍ବାଚନ କମିଶନ ୩ଟି ଆସନ ପାଇଁ ଏକକ ବାଲାଟ୍ ପେପରରେ ଭୋଟ୍ ପରିବର୍ତ୍ତେ ପ୍ରତ୍ୟେକ ପ୍ରାର୍ଥୀଙ୍କ ନିମନ୍ତେ ଭିନ୍ନ ଭିନ୍ନ ବାଲାଟ୍‌ ପେପରରେ ଭୋଟ୍ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଚଳିତ ଲୋକସଭା ନିର୍ବାଚନରେ ବିଜୟୀ ହେବା ପରେ ତିନି ସାଂସଦ ସୌମ୍ୟରଞ୍ଜନ ପଟ୍ଟନାୟକ, ଅଚ୍ୟୁତ ସାମନ୍ତ ଓ ପ୍ରତାପ ଦେବ ଇସ୍ତଫା ଦେଇଛନ୍ତି। ଖାଲିପଡ଼ିଥିବା ଏହି ତିନି ସାଂସଦ ସ୍ଥାନରେ ଉପ ନିର୍ବାଚନ ହେବ।

election notification rajyasabha release thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ନିଟ୍‌ ପୁନଃପରୀକ୍ଷାର ସୁରକ୍ଷା ଏବଂ ଲଜିଷ୍ଟିକ୍ସ ପ୍ରସ୍ତୁତି ଉପରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 16, 2026

ବିସ୍ତୃତ ରାଶିଫଳ: ଜୁନ ୧୬ ତାରିଖ ମଙ୍ଗଳବାରରେ ପାଞ୍ଚୋଟି ରାଶିର ଲୋକେ ରୁହନ୍ତୁ ସାବଧାନ

June 16, 2026

ଯୁଦ୍ଧବିରତି ନା ଆତ୍ମସମର୍ପଣ? ଟ୍ରମ୍ପ-ଇରାନ ଚୁକ୍ତିକୁ ନେଇ ବଢ଼ୁଛି ଚର୍ଚ୍ଚା

June 15, 2026

ଆମେରିକା-ଇରାନ ଚୁକ୍ତି ମଧ୍ୟରେ ଏଲପିଜି ଓ ପେଟ୍ରୋଲ ନେଇ ଭାରତ ସରକାରଙ୍କ ବଡ଼ ବୟାନ

June 15, 2026
Latest News

ନିଟ୍‌ ପୁନଃପରୀକ୍ଷାର ସୁରକ୍ଷା ଏବଂ ଲଜିଷ୍ଟିକ୍ସ ପ୍ରସ୍ତୁତି ଉପରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 16, 2026

ସ୍ଲୋଭାକ ଗଣରାଜ୍ୟର ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

June 16, 2026

ବିସ୍ତୃତ ରାଶିଫଳ: ଜୁନ ୧୬ ତାରିଖ ମଙ୍ଗଳବାରରେ ପାଞ୍ଚୋଟି ରାଶିର ଲୋକେ ରୁହନ୍ତୁ ସାବଧାନ

June 16, 2026

ଭାରତ-ସ୍ଲୋଭାକିଆ ମିଳିତ ବିବୃତ୍ତି

June 15, 2026

ଯୁଦ୍ଧବିରତି ନା ଆତ୍ମସମର୍ପଣ? ଟ୍ରମ୍ପ-ଇରାନ ଚୁକ୍ତିକୁ ନେଇ ବଢ଼ୁଛି ଚର୍ଚ୍ଚା

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.