Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତର ପୂର୍ବାଞ୍ଚଳ ରାଜ୍ୟମାନଙ୍କ ପାଇଁ ଉଦ୍ଦିଷ୍ଟ ଇଡିଆଇଓ ଲ୍ୟାଣ୍ଡ କଷ୍ଟମ୍ କେନ୍ଦ୍ର ଉଦ୍‌ଘାଟନ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ
ଆଜିର ଖବର

ଉତ୍ତର ପୂର୍ବାଞ୍ଚଳ ରାଜ୍ୟମାନଙ୍କ ପାଇଁ ଉଦ୍ଦିଷ୍ଟ ଇଡିଆଇଓ ଲ୍ୟାଣ୍ଡ କଷ୍ଟମ୍ କେନ୍ଦ୍ର ଉଦ୍‌ଘାଟନ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ

February 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ର ଅର୍ଥମନ୍ତ୍ରୀ
ଜିଏସଟି ହାର ସଂଶୋଧନକୁ ଦୃଷ୍ଟିରେ ରଖି ସଂଶୋଧିତ ପରାମର୍ଶ ଜାରି କଲେ ସରକାର

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଓ କର୍ପୋରେଟ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆସନ୍ତାକାଲି ଉତ୍ତର ପୂର୍ବଞ୍ଚଳ ରାଜ୍ୟମାନଙ୍କ ପାଇଁ ଉଦ୍ଦିଷ୍ଟ ଲ୍ୟାଣ୍ଡ କଷ୍ଟମ୍ସ କେନ୍ଦ୍ର ଓ ଏଥିରେ ଥିବା ଇଲେକ୍‌ଟ୍ରୋନିକ ଡାଟା ଇଣ୍ଟରଚେନ (ଇଡିଆଇ) ବ୍ୟବସ୍ଥାକୁ ଉଦ୍‌ଘାଟନ କରିବେ। ଆଭାସୀ ବ୍ୟବସ୍ଥାରେ ଏହି ଉଦ୍‌ଘାଟନ କାର୍ଯ୍ୟ ସମାପନ ହେବ। ଏହା ଫଳରେ ଉତ୍ତର ପୂର୍ବାଞ୍ଚଳରେ ବ୍ୟାବସାୟିକ ସୁଗମତା ବଢିବା ସହିତ ଆଞ୍ଚଳିକ ବାଣିଜ୍ୟ କାରବାର ସୁବିଧା ବୃଦ୍ଧି ପାଇବ।

ଏହି କାର୍ଯ୍ୟକ୍ରମ ପରେ କେନ୍ଦ୍ରୀୟ ପରୋକ୍ଷ ଟିକସ ଓ ସୀମା ଶୁଳ୍କ ବୋର୍ଡ (ସିବିଆଇସି) ଏକ ଉତ୍ସବର ଆୟୋଜନ କରିବ। ଏଥିରେ ସୀମା ଶୁଳ୍କ ବିଭାଗ ଦ୍ୱାରା ଜବତ ହୋଇଥିବା ମୂଲ୍ୟବାନ କଳାକୃତିଗୁଡିକୁ ଭାରତୀୟ ପ୍ରତ୍ନତାତ୍ତିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)କୁ ହସ୍ତାନ୍ତର କରାଯିବ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଅର୍ଥମନ୍ତ୍ରୀ ଉପସ୍ଥିତ ରହିବେ। ଏହି କାର୍ଯ୍ୟକ୍ରମ ମଧ୍ୟ ଆଭାସୀ ବ୍ୟବସ୍ଥାରେ ଅନୁଷ୍ଠିତ ହେବ।

କେନ୍ଦ୍ରୀୟ ସୀମା ଶୁଳ୍କ ବିଭାଗ ଦେଶର ବିଭିନ୍ନ ଅଞ୍ଚଳରୁ ଚୋରି ହୋଇଯାଇଥିବା ଅନେକ ପ୍ରାଚୀନ କଳାକୃତିକୁ ଜବତ କରିଛି। ସେଥିମଧ୍ୟରୁ ୧୦୧ଟି ପ୍ରାଚୀନ କଳାକୃତ୍ତିକୁ  ଏସଏସ୍‌ଆଇର ସାତୋଟି ଆଞ୍ଚଳିକ କାର୍ଯ୍ୟାଳୟକୁ ହସ୍ତାନ୍ତର କରାଯିବ। ଏହି ଆଞ୍ଚଳିକ କାର୍ଯ୍ୟାଳୟଗୁଡିକ ହେଲା, ଭୁବନେଶ୍ୱର, ଭୋପାଳ, ବେଙ୍ଗାଲୁରୁ, ଗୁଆହାଟୀ, ପୁଣେ, ମୁମ୍ବାଇ ଓ ଦିଲ୍ଲୀ।

nirmala sitharaman North East
Share. Facebook Twitter LinkedIn Email WhatsApp Copy Link

Related Posts

ସବୁ କ୍ଷେତ୍ରରେ ଗୁରୁମାନଙ୍କର ବଳିଷ୍ଠ ଅବଦାନ ରହିଛି: ସୋଆ ଉପସଭାପତି

September 6, 2026

ଅରୁଣାଚଳ ପ୍ରଦେଶରେ ଭାରତ-ଚୀନ କର୍ପସ କମାଣ୍ଡରଙ୍କ ପ୍ରଥମ ବଡ଼ ବୈଠକ: ଜାଣନ୍ତୁ ପ୍ରସଙ୍ଗ

September 6, 2026

ଅବତରଣ ପୂର୍ବରୁ ରନୱେରେ ବିମାନ ଦୁର୍ଘଟଣାଗ୍ରସ୍ତ: ଦୁଇଜଣଙ୍କ ମୃତ୍ୟୁ

September 6, 2026

ମଧ୍ୟପ୍ରଦେଶରେ ବିଷାକ୍ତ ମଦ ପିଇ ୯ ଜଣଙ୍କ ମୃତ୍ୟୁ: କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

September 6, 2026
Latest News

ସବୁ କ୍ଷେତ୍ରରେ ଗୁରୁମାନଙ୍କର ବଳିଷ୍ଠ ଅବଦାନ ରହିଛି: ସୋଆ ଉପସଭାପତି

September 6, 2026

ଅରୁଣାଚଳ ପ୍ରଦେଶରେ ଭାରତ-ଚୀନ କର୍ପସ କମାଣ୍ଡରଙ୍କ ପ୍ରଥମ ବଡ଼ ବୈଠକ: ଜାଣନ୍ତୁ ପ୍ରସଙ୍ଗ

September 6, 2026

ଅବତରଣ ପୂର୍ବରୁ ରନୱେରେ ବିମାନ ଦୁର୍ଘଟଣାଗ୍ରସ୍ତ: ଦୁଇଜଣଙ୍କ ମୃତ୍ୟୁ

September 6, 2026

ମଧ୍ୟପ୍ରଦେଶରେ ବିଷାକ୍ତ ମଦ ପିଇ ୯ ଜଣଙ୍କ ମୃତ୍ୟୁ: କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

September 6, 2026

ସମ୍ମମ୍‌ରେ ଆଞ୍ଜିଓଜେଟ୍ ଥ୍ରୋମ୍ବେକ୍ଟୋମି ସିଷ୍ଟମ୍‌ର ଶୁଭାରମ୍ଭ: ଓଡ଼ିଶାର ପ୍ରଥମ

September 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.