Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଆ ଯବାନ୍‌ଙ୍କ ସମେତ ୫ ଯବାନ୍‌ ଶହୀଦ୍‌, ଜୈଶ୍‌ ମହମ୍ମଦର କମାଣ୍ଡର ଆତଙ୍କୀ ସଜ୍ଜାଦ ଭଟ୍ଟଙ୍କ ସମେତ ତିନି ଆତଙ୍କୀ ନିହତ
ଆଜିର ଖବର

ଓଡ଼ିଆ ଯବାନ୍‌ଙ୍କ ସମେତ ୫ ଯବାନ୍‌ ଶହୀଦ୍‌, ଜୈଶ୍‌ ମହମ୍ମଦର କମାଣ୍ଡର ଆତଙ୍କୀ ସଜ୍ଜାଦ ଭଟ୍ଟଙ୍କ ସମେତ ତିନି ଆତଙ୍କୀ ନିହତ

June 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁଣି ଅଶାନ୍ତ ହୋଇଛି ସୀମା। ଜମ୍ମୁ କାଶ୍ମୀରରେ ସୁରକ୍ଷା ବଳ ଓ ଆତଙ୍କୀଙ୍କ ଆକ୍ରମଣରେ ଗତ ୨୪ ଘଣ୍ଟା ମଧ୍ୟରେ ଜଣେ ମେଜର୍‌ଙ୍କ ସମେତ ଚାରିଜଣ ଯବାନ୍‌ ଶହୀଦ୍‌ ହୋଇଛନ୍ତି। ସୁରକ୍ଷାବଳଙ୍କ ଦ୍ବାରା  ଆତଙ୍କୀ ସଂଗଠନ  ଜୈଶ୍‌-ମହମ୍ମଦର କମାଣ୍ଡର ସଜ୍ଜାଦ୍‌ ଭଟ୍ଟଙ୍କ ସମେତ ତିନି ଆତଙ୍କବାଦୀ ନିହତ ହୋଇଛନ୍ତି। ଅନନ୍ତନାଗରେ ଆଜି ସକାଳୁ ମଧ୍ୟ ଗୁଳିବିନିମୟ ଜାରି ରହିଛି। ସେହିପରି ଜମ୍ମୁକାଶ୍ମୀରରେ ଫୁଲଓ୍ବାମାର ଈଦଗାହ ଅରିହଲ ଅଞ୍ଚଳରେ ଆତଙ୍କବାଦୀମାନେ ସେନାର ଗାଡି ଉପରେ ଆଇଡି ବ୍ଲାଷ୍ଟ କରିଛନ୍ତି। ଏହି ଆକ୍ରମଣରେ କେସ୍ପର ଗାଡି କ୍ଷତିଗ୍ରସ୍ତ ହୋଇଛି।  ଏହି ଆକ୍ରମଣରେ ୫ ଜଣ ଯବାନ ଆହତ ହୋଇଛନ୍ତି। ଶହୀଦ୍‌ ଯବାନ୍‌ଙ୍କ ମଧ୍ୟରେ ଜଣେ ଓଡ଼ିଆ ଯବାନ୍‌ ରହିଛନ୍ତି। ଯବାନ୍‌ ଜଣକ କାମାକ୍ଷନଗରର ବଡଶୁଂଆଳ ଗ୍ରାମର ଅଜିତ୍‌ ସାହୁ। ସେ ୨୦୧୫ରେ ଭାରତୀୟ ସେନାରେ ଯୋଗ ଦେଇଥିଲେ।

encounter killed pulwama terror thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026

ପୋଖରୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

August 25, 2026
Latest News

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.