ସନ୍ଦେଶଖାଲୀ ବିବାଦ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ମମତା ବାନାର୍ଜୀ, ଜାଣନ୍ତୁ କ’ଣ ହେଲା ଆଲୋଚନା

Published: Mar 1, 2024, 7:17 pm IST

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୋଲକାତାର ରାଜ ଭବନରେ ସାକ୍ଷାତ କରିଛନ୍ତି। ଏହି ବୈଠକ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବାହାରକୁ ଆସି କହିଥିଲେ ଯେ, ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ତାଙ୍କର ସାକ୍ଷାତ ଏକ ପ୍ରୋଟୋକଲ ବୈଠକ ଏବଂ ଏହା ମଧ୍ୟରେ କୌଣସି ରାଜନୈତିକ ଆଲୋଚନା ହୋଇନାହିଁ। ପ୍ରକାଶ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବର୍ତ୍ତମାନ ବଙ୍ଗଳା ଗସ୍ତରେ ଅଛନ୍ତି।

Related posts