Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୌତମ ଗମ୍ଭୀରଙ୍କ ପରେ ବର୍ତ୍ତମାନ ବିଜେପି ସାଂସଦ ଜୟନ୍ତ ସିହ୍ନା ମଧ୍ୟ ରାଜନୀତିରୁ ନେଲେ ବିଦାୟ!
ଆଜିର ଖବର

ଗୌତମ ଗମ୍ଭୀରଙ୍କ ପରେ ବର୍ତ୍ତମାନ ବିଜେପି ସାଂସଦ ଜୟନ୍ତ ସିହ୍ନା ମଧ୍ୟ ରାଜନୀତିରୁ ନେଲେ ବିଦାୟ!

March 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଝାଡଖଣ୍ଡର ହଜାରିବାଗରୁ ବିଜେପି ସାଂସଦ ଜୟନ୍ତ ସିହ୍ନା ସକ୍ରିୟ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ଜୟନ୍ତ ସିହ୍ନା ସୋସିଆଲ ମିଡିଆ ସାଇଟ୍ X ରେ ଏହି ସୂଚନା ଦେଇଛନ୍ତି। ବିଜେପି ପ୍ରାର୍ଥୀଙ୍କ ତାଲିକା ଆସିବା ପୂର୍ବରୁ ନିର୍ବାଚନ ଲଢିବାକୁ ମନା କରିଥିବା ଦ୍ୱିତୀୟ ବିଜେପି ସାଂସଦ ହେଲେ ଜୟନ୍ତ। ପୂର୍ବତନ ଅର୍ଥମନ୍ତ୍ରୀ ଯଶବନ୍ତ ସିହ୍ନାଙ୍କ ପୁଅ ଜୟନ୍ତ ସିହ୍ନା ମଧ୍ୟ ମୋଦୀ ସରକାରଙ୍କ ପ୍ରଥମ କାର୍ଯ୍ୟକାଳରେ ଅର୍ଥମନ୍ତ୍ରୀ ହୋଇଥିଲେ।

ଭାରତୀୟ ଜନତା ପାର୍ଟି (ବିଜେପି) ସାଂସଦ ଗୌତମ ଗମ୍ଭୀର ମଧ୍ୟ ଆଜି କହିଛନ୍ତି ଯେ, ତାଙ୍କୁ ରାଜନୈତିକ ଦାୟିତ୍ଵ ମୁକ୍ତ କରିବାକୁ ସେ ଦଳର ନେତୃତ୍ୱଙ୍କୁ ଅନୁରୋଧ କରିଛନ୍ତି, ଯାହା ଦ୍ଵାରା ସେ ଆଗାମୀ କ୍ରିକେଟ୍ ପ୍ରତିଶ୍ରୁତି ଉପରେ ଧ୍ୟାନ ଦେଇ ପାରିବେ।

BJP bjp mp election 2024 goutam gambhir Lok Sabha Election
Share. Facebook Twitter LinkedIn Email WhatsApp Copy Link

Related Posts

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026
Latest News

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.