Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ବଦଳୀୟ ବୈଠକକୁ ମମତାଙ୍କ ନାଁ : ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଲେ
ଆଜିର ଖବର

ସର୍ବଦଳୀୟ ବୈଠକକୁ ମମତାଙ୍କ ନାଁ : ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଲେ

June 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ  ବୁଧବାର ଅନୁଷ୍ଠିତ ହେବାକୁ ଥିବା ସର୍ବଦଳୀୟ ବୈଠକକୁ ପ୍ରତ୍ୟାଖାନ କରିଛନ୍ତି । ପଶ୍ଚିମବଙ୍ଗରେ ମମତା ସରକାର ଓ ବିଜେପି ମଧ୍ୟରେ କଡା ଟକ୍କର ଚାଲିଛି । ପ୍ରଧାନମନ୍ତ୍ରୀ ମୋଦି ଦ୍ବିତୀୟବାର ସରକାର ଗଠନ କରିବା ପରେ ଶପଥ ଗ୍ରହଣ ଉତ୍ସବକୁ ମଧ୍ୟ ମମତା ମନା କରିଥିଲେ । ଏବେ ‘ଏକ ଦେଶ, ଏକ ନିର୍ବାଚନ’ ନେଇ ଅନୁଷ୍ଠିତ ହେବାକୁ ଥିବା ସର୍ବଦଳୀୟ ବୈଠକରେ ଅଂଶଗ୍ରହଣ କରିବାକୁ ମନା କରିଛନ୍ତି ମମତା । ଜୁନ୍‌ ୧୯ରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ସବୁ ବିପକ୍ଷ ତଥା ରାଜନୈତିକ ଦଳଙ୍କୁ ନିମନ୍ତ୍ରଣ କରାଯାଇଛି । ମମତା ବାନାର୍ଜୀ ଏହି ବୈଠକରେ ସାମିଲ୍‌ ନ ହେବା ନେଇ  ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଏକ ଚିଠି ଲେଖି ଜଣାଇଛନ୍ତି । ମମତା କହିଛନ୍ତି ଯେ, ସରକାର ଏହି ସଂକ୍ରାନ୍ତୀୟ ଏକ ଶ୍ବେତ ପତ୍ର ଆଣିବା ଜରୁରୀ । ଏହି ସଂକ୍ରାନ୍ତୀୟ ଆଇନ୍‌କାନୁନ୍‌ ସମ୍ବନ୍ଧୀୟ ଚିନ୍ତନ ମନ୍ଥନ କରିବାର ଆବଶ୍ୟକତା ରହିଛି । ଏହି ମାମଲାରେ ତରବରିଆ ନିଷ୍ପତ୍ତି ନେବା ଠିକ୍‌ ହେବ ନାହିଁ ବୋଲି କହିଛନ୍ତି ମମତା । ଏଥିପାଇଁ ସେ ବୈଠକରେ ଯୋଗଦେବେ ନାହିଁ । ଏପରିକି ଟିଏମ୍‌ସିର କୌଣସି ପ୍ରତିନିଧି ମଧ୍ୟ ଏହି ବୈଠକରେ ସାମିଲ୍‌ ହେବେ ନାହିଁ ସୂଚନା ଦେଇଛନ୍ତି ମମତା । ତେବେ ମହାତ୍ମା ଗାନ୍ଧିଙ୍କ ୧୫୦ତମ ଜୟନ୍ତୀ ଅବସର ପାଇଁ କରାଯାଉଥିବା ପ୍ରସ୍ତୁତି ବୈଠକରେ ସାମିଲ୍‌ ହେବା ନେଇ ସୂଚନା ଦେଇଛନ୍ତି ମମତା ।

Share. Facebook Twitter LinkedIn Email WhatsApp Copy Link

Related Posts

Road Accident: ଝାରସୁଗୁଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ପୋଲିସ ମୃତ, ୩ ଜଣ ଗୁରୁତର

February 22, 2026

ମାତ୍ର ୨୦ ମିନିଟ୍ ଚାଲିଲା ଅଭିଷେକ ଶର୍ମାଙ୍କ ଅଭ୍ୟାସ: ଗମ୍ଭୀର ଏବଂ ସୂର୍ଯ୍ୟଙ୍କ ବଢିଲା ଚିନ୍ତା

February 22, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ର?: ତାମିଲନାଡୁରୁ ଛଅ ସନ୍ଦିଗ୍ଧଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

February 22, 2026

ଥାଇଲାଣ୍ଡରେ ଫସିଥିବା ୬ ଓଡ଼ିଆ ଯୁବକଙ୍କ ମଧ୍ୟରୁ ୪ ଫେରିଲେ ଓଡ଼ିଶା

February 22, 2026
Latest News

Road Accident: ଝାରସୁଗୁଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ପୋଲିସ ମୃତ, ୩ ଜଣ ଗୁରୁତର

February 22, 2026

ମାତ୍ର ୨୦ ମିନିଟ୍ ଚାଲିଲା ଅଭିଷେକ ଶର୍ମାଙ୍କ ଅଭ୍ୟାସ: ଗମ୍ଭୀର ଏବଂ ସୂର୍ଯ୍ୟଙ୍କ ବଢିଲା ଚିନ୍ତା

February 22, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ର?: ତାମିଲନାଡୁରୁ ଛଅ ସନ୍ଦିଗ୍ଧଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

February 22, 2026

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରେ ବାଧା ଦେବ ବର୍ଷା?: ଜାଣନ୍ତୁ ପାଣିପାଗ ଅପଡେଟ୍‌

February 22, 2026

ଥାଇଲାଣ୍ଡରେ ଫସିଥିବା ୬ ଓଡ଼ିଆ ଯୁବକଙ୍କ ମଧ୍ୟରୁ ୪ ଫେରିଲେ ଓଡ଼ିଶା

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.