Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ବାଚନ ପାଇଁ ଜିଲ୍ଲା ପ୍ରଶାସନର ତତ୍ପରତା: ଟାଙ୍ଗୀର ବିଭିନ୍ନ ମତଦାନ କେନ୍ଦ୍ର ତଦାରଖ କଲେ ଖୋର୍ଦ୍ଧା ଜିଲ୍ଲାପାଳ
ଆଜିର ଖବର

ନିର୍ବାଚନ ପାଇଁ ଜିଲ୍ଲା ପ୍ରଶାସନର ତତ୍ପରତା: ଟାଙ୍ଗୀର ବିଭିନ୍ନ ମତଦାନ କେନ୍ଦ୍ର ତଦାରଖ କଲେ ଖୋର୍ଦ୍ଧା ଜିଲ୍ଲାପାଳ

March 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ସାଧାରଣ ନିର୍ବାଚନକୁ ଆଉ ମାତ୍ର କିଛି ଦିନ ବାକିଥିବା ବେଳେ ଏବେ ଠାରୁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିସାରିଲାଣି। କିଭଳି କେଉଁ ଠାରେ କିଛି ତ୍ରୁଟି ରହିବ ନାହିଁ, ତାହାକୁ ପ୍ରଶାସନ ଗୋଟି ଗୋଟି କରି ସମୀକ୍ଷା କରୁଛି। ଆଜି ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା ଟାଙ୍ଗୀ ଗସ୍ତରେ ଆସି ଟାଙ୍ଗୀର ବିଭିନ୍ନ ଭୋଟଦାନ କେନ୍ଦ୍ର ବୁଲି ସମୀକ୍ଷା କରିଛନ୍ତି।

ଟାଙ୍ଗୀର ବଳରାମ ଦେବ ବିଦ୍ୟାପୀଠ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ପଣଶ ପୁର ପ୍ରାଥମିକ ବିଦ୍ୟାଳୟ ଆଦି ଭୋଟଦାନ କେନ୍ଦ୍ର ବୁଲି ସେଗୁଡିକର ଭିତ୍ତିଭୂମି ସମୀକ୍ଷା କରିବା ସହ ବିଦ୍ୟୁତ ସଂଯୋଗ, ଫ୍ୟାନ, ଶୌଚାଳୟ ଆଦି ତଦାରଖ କରିଛନ୍ତି। ଭୋଟଦାନ କେନ୍ଦ୍ର ଗୁଡିକ ପରିସର ସ୍ୱଚ୍ଛ ରହିଥିବାରୁ ଜିଲ୍ଲାପାଳ ଖୁସି ବ୍ୟକ୍ତ କରିଛନ୍ତି।

ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ସହ ଟାଙ୍ଗୀ ବିଡ଼ିଓ ରେଶ୍ମା ଟେଟେ, ଟାଙ୍ଗୀ ଗ୍ରାମ ପଂଚାୟତ ସରପଞ୍ଚ କିଶୋର କୁମାର ବେହେରା ପ୍ରମୁଖ ସାମିଲ ହୋଇଥିଲେ।

election 2024 khordha tangi ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା ଜିଲ୍ଲା ପ୍ରଶାସନ ସାଧାରଣ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ରାୟଗଡ଼ା ପୌର ଉପ-ନିର୍ବାଚନ ଶେଷ: ଶ୍ରମିତା ପାଢ଼ୀ ହେଲେ ନୂତନ ଉପାଧ୍ୟକ୍ଷା

September 29, 2026

ଅକ୍ଟୋବର ୨ରୁ ସରକାରଙ୍କ ସ୍ୱତନ୍ତ୍ର ଅଭିଯାନ: ସ୍ୱଚ୍ଛତା ଏବଂ ବକେୟା କାର୍ଯ୍ୟ ହ୍ରାସ ଉପରେ ଗୁରୁତ୍ୱ

September 29, 2026

ଏସୀୟ କ୍ରୀଡ଼ାରେ ଷଷ୍ଠ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ: ଚମତ୍କାର କଲେ ଦେଶର ଝିଅ

September 29, 2026

FCRA ସହ ଜଡିତ ମାମଲା: ଦୁଇ ଗୃହ ମନ୍ତ୍ରଣାଳୟ ଅଧିକାରୀଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ 

September 29, 2026
Latest News

ରାୟଗଡ଼ା ପୌର ଉପ-ନିର୍ବାଚନ ଶେଷ: ଶ୍ରମିତା ପାଢ଼ୀ ହେଲେ ନୂତନ ଉପାଧ୍ୟକ୍ଷା

September 29, 2026

ଅକ୍ଟୋବର ୨ରୁ ସରକାରଙ୍କ ସ୍ୱତନ୍ତ୍ର ଅଭିଯାନ: ସ୍ୱଚ୍ଛତା ଏବଂ ବକେୟା କାର୍ଯ୍ୟ ହ୍ରାସ ଉପରେ ଗୁରୁତ୍ୱ

September 29, 2026

ଏସୀୟ କ୍ରୀଡ଼ାରେ ଷଷ୍ଠ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ: ଚମତ୍କାର କଲେ ଦେଶର ଝିଅ

September 29, 2026

FCRA ସହ ଜଡିତ ମାମଲା: ଦୁଇ ଗୃହ ମନ୍ତ୍ରଣାଳୟ ଅଧିକାରୀଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ 

September 29, 2026

ଇଣ୍ଡିଆ ମେଣ୍ଟ ବୈଠକ ପାଇଁ ବଡ଼ ନିଷ୍ପତ୍ତି ନେଲେ ଡିଏମକେ-ଆପ: ଯୋଗ ଦେବେ ନାହିଁ ଅଖିଳେଶ

September 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.