Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ପଜିଟିଭ୍ ହେଲେ ରାଜସ୍ଥାନ ସିଏମ ଭଜନଲାଲ ଶର୍ମା, ଦେଲେ ସ୍ୱାସ୍ଥ୍ୟ ଅପଡେଟ୍
ଆଜିର ଖବର

କରୋନା ପଜିଟିଭ୍ ହେଲେ ରାଜସ୍ଥାନ ସିଏମ ଭଜନଲାଲ ଶର୍ମା, ଦେଲେ ସ୍ୱାସ୍ଥ୍ୟ ଅପଡେଟ୍

March 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା କରୋନା ସଂକ୍ରମିତ ହୋଇଛନ୍ତି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଲେଖିଛନ୍ତି ଯେ, ସ୍ଵାସ୍ଥ୍ୟଗତ ସମସ୍ୟା ଦେଖାଦେବାରୁ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲି, ଯେଉଁଥିରେ ମୋର କରୋନା ରିପୋର୍ଟ ପଜିଟିଭ ଆସିଥିଲା।

ସେ କହିଛନ୍ତି ଯେ, ମୁଁ ସ୍ଵୟଂ ସଙ୍ଘରୋଧରେ ଅଛି ଏବଂ ଡାକ୍ତରଙ୍କ ପରାମର୍ଶକୁ ସମ୍ପୂର୍ଣ୍ଣରୂପେ ପାଳନ କରୁଛି ଏବଂ ଭର୍ଚୁଆଲ୍ ମାଧ୍ୟମରେ ଆଗାମୀ ସମସ୍ତ କାର୍ଯ୍ୟକ୍ରମରେ ଭାଗ ନେବି।

Bhajan Lal Sharma Breaking News coronavirus rajasthan Rajasthan News
Share. Facebook Twitter LinkedIn Email WhatsApp Copy Link

Related Posts

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026

‘ଆତ୍ମନିର୍ଭର ପଞ୍ଚାୟତ’ ଓ ‘ସମର୍ଥ’ ପୋର୍ଟାଲର ଶୁଭାରମ୍ଭ

July 28, 2026

NEET ପ୍ରତିବାଦ: ଛାତ୍ରଛାତ୍ରୀମାନଙ୍କ ବିରୋଧରେ ମାମଲା ପ୍ରତ୍ୟାହାର କଲେ ବିହାର ସରକାର

July 28, 2026
Latest News

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ହେବ ଫୁଲବାଣୀ ମେଡିକାଲ କଲେଜ

July 28, 2026

‘ଆତ୍ମନିର୍ଭର ପଞ୍ଚାୟତ’ ଓ ‘ସମର୍ଥ’ ପୋର୍ଟାଲର ଶୁଭାରମ୍ଭ

July 28, 2026

NEET ପ୍ରତିବାଦ: ଛାତ୍ରଛାତ୍ରୀମାନଙ୍କ ବିରୋଧରେ ମାମଲା ପ୍ରତ୍ୟାହାର କଲେ ବିହାର ସରକାର

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.