Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରେ ସାମିଲ ହେଲେ ନାଲକୋର ପୂର୍ବତନ ସିଏମଡି ତପନ ଚାନ୍ଦ ସହ ଅନ୍ୟମାନେ
ଆଜିର ଖବର

ବିଜେପିରେ ସାମିଲ ହେଲେ ନାଲକୋର ପୂର୍ବତନ ସିଏମଡି ତପନ ଚାନ୍ଦ ସହ ଅନ୍ୟମାନେ

March 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପିରେ ସାମିଲ ହେଲେ ନାଲକୋର ପୂର୍ବତନ ସିଏମଡି ତପନ ଚାନ୍ଦ ସହ ଅନ୍ୟମାନେ

ଭୁବନେଶ୍ବର: ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ନାଲକୋର ପୂର୍ବତନ ସିଏମ୍‌ଡି ଡ. ତପନ କୁମାର ଚାନ୍ଦ, ସେବାନିବୃତ ନୌସେନା ଅଧିକାରୀଗଣ ଡ.ବିପିନ ମିଶ୍ର, ଦିନବନ୍ଧୁ ଷଡଙ୍ଗୀ, ଅଶୋକ ପଟ୍ଟନାୟକ, ରମେଶ ଲେଙ୍କା, ବାୟୁସେନା ଅଧିକାରୀ କୃତିବାସ ମିଶ୍ର ଓ ଏନ୍‌.କେ ମିଶ୍ର ଯୋଗଦେଇଛନ୍ତି।

 ସେହିପରି ଅନ୍ୟ କେତେକ ବିଜେଡି ଦଳ ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି  ବିଜୁ ଜନତା ଦଳ କୃଷକ ମୋର୍ଚ୍ଚାର ରାଜ୍ୟ ଉପସଭାପତି ଋଷି କୁମାର ପଟେଲ। ସେ ତାଙ୍କ ନିଜ ସମର୍ଥକଙ୍କ ସହ ବିଜେପିରେ ଯୋଗ ଦେଇଛନ୍ତି।

ତପନ ଚାନ୍ଦ ବିଜେପି ମିଶ୍ରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026
Latest News

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.