Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁକା କଳା ମାଧ୍ୟମରେ ଯୁବ ମତଦାତାଙ୍କୁ ମତାଧିକାର ସାବ୍ୟସ୍ତ ଲାଗି ବାର୍ତ୍ତା ଦେଲେ ସୁଦର୍ଶନ ପଟ୍ଟନାୟକ
ଆଜିର ଖବର

ବାଲୁକା କଳା ମାଧ୍ୟମରେ ଯୁବ ମତଦାତାଙ୍କୁ ମତାଧିକାର ସାବ୍ୟସ୍ତ ଲାଗି ବାର୍ତ୍ତା ଦେଲେ ସୁଦର୍ଶନ ପଟ୍ଟନାୟକ

March 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପ୍ରଥମ ଥର ପାଇଁ ମତଦାତା ତାଲିକାରେ ସ୍ଥାନ ପାଇଥିବା ଯୁବ ମତଦାତାଙ୍କୁ ମତଦାନର ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିବା ଲାଗି ଆଗେଇ ଆସିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆହ୍ବାନ କରିଛନ୍ତି। ଏଥି ନିମନ୍ତେ ଦେଶ ବ୍ୟାପୀ “ମେରା ପେହଲା ଭୋଟ୍ ଦେଶ କେ ଲିୟେ” (ମୋର ପ୍ରଥମ ଭୋଟ୍ ଦେଶ ପାଇଁ) ଅଭିଯାନ ଚାଲିଛି।

ଅଭିଯାନରେ ବିଭିନ୍ନ ବର୍ଗର ଜନସାଧାରଣ ସାମିଲ ହୋଇ ଯୁବ ମତଦାତାମାନଙ୍କୁ ଆଗାମୀ ସାଧାରଣ ନିର୍ବାଚନରେ ବହୁ ସଂଖ୍ୟାରେ ମତଦାନ କରିବା ଲାଗି ଆଗେଇ ଆସିବାକୁ ସଚେତନ କରୁଛନ୍ତି। ଏହି କ୍ରମରେ ବିଶିଷ୍ଟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ବାଲୁକା କଳାକୃତି ଗଢ଼ିଛନ୍ତି। ନିଜର କଳାକୃତି ମାଧ୍ୟମରେ ସେ ଯୁବ ତଥା ପ୍ରଥମ ଥର ପାଇଁ ମତଦାତା ହୋଇଥିବା ନାଗରିକମାନଙ୍କୁ ବହୁସଂଖ୍ୟାରେ ମତଦାନ କରିବା ପାଇଁ ବାର୍ତ୍ତା ଦେଇଛନ୍ତି। ସୂଚନାଯୋଗ୍ୟ ଦେଶର ବିଭିନ୍ନ ଉଚ୍ଚ ଶିକ୍ଷାନୁଷ୍ଠାନରେ ମଧ୍ୟ “ମେରା ପେହଲା ଭୋଟ୍ ଦେଶ କେ ଲିୟେ” ଅଭିଯାନ କାର୍ଯ୍ୟକାରୀ ହେଉଛି।

narendra modi new voter sudarshan pattanaik
Share. Facebook Twitter LinkedIn Email WhatsApp Copy Link

Related Posts

ବସ ଭଡା ବୃଦ୍ଧି ନହେଲେ ଗଡିବନି ଗାଡି

May 30, 2026

ବଚସାରୁ ଛୁରାମାଡ଼ : ଯୁବକ ଆହତ

May 30, 2026

କାଲିଠାରୁ ଦୁଇଦିନିଆ କୁଳପତିମାନଙ୍କ ସମ୍ମିଳନୀ

May 30, 2026

ବାଲିଅନ୍ତା ଭିଡ ହିଂସା : NHRC କରିବ ତଦନ୍ତ

May 30, 2026
Latest News

ବନତାରା ପୁଣି ମିଳିଲା ନ୍ୟାୟ, ନୂତନ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

May 30, 2026

ବସ ଭଡା ବୃଦ୍ଧି ନହେଲେ ଗଡିବନି ଗାଡି

May 30, 2026

ବଚସାରୁ ଛୁରାମାଡ଼ : ଯୁବକ ଆହତ

May 30, 2026

କାଲିଠାରୁ ଦୁଇଦିନିଆ କୁଳପତିମାନଙ୍କ ସମ୍ମିଳନୀ

May 30, 2026

ବାଲିଅନ୍ତା ଭିଡ ହିଂସା : NHRC କରିବ ତଦନ୍ତ

May 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.