Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»5T ଅଧ୍ୟକ୍ଷଙ୍କୁ ଭେଟିଲେ ଗୋଟିଏ ନବ ଗଠିତ ମ୍ୟୁନିସିପାଲିଟି, ଏନଏସି ଓ ବିଭିନ୍ନ ସଂଗଠନର କର୍ମକର୍ତ୍ତା
ଆଜିର ଖବର

5T ଅଧ୍ୟକ୍ଷଙ୍କୁ ଭେଟିଲେ ଗୋଟିଏ ନବ ଗଠିତ ମ୍ୟୁନିସିପାଲିଟି, ଏନଏସି ଓ ବିଭିନ୍ନ ସଂଗଠନର କର୍ମକର୍ତ୍ତା

March 9, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
5T ଅଧ୍ୟକ୍ଷଙ୍କୁ ଭେଟିଲେ ଗୋଟିଏ ନବ ଗଠିତ ମ୍ୟୁନିସିପାଲିଟି, ଏନଏସି ଓ ବିଭିନ୍ନ ସଂଗଠନର କର୍ମକର୍ତ୍ତା

ଭୁବନେଶ୍ବର: ଆଜି ରାଜ୍ୟର ଗୋଟିଏ ନବ ଗଠିତ ମ୍ୟୁନିସିପାଲିଟି, ୯ଟି ବିଜ୍ଞପିତ ଅଞ୍ଚଳ ପରିଷଦର ଜନସାଧାରଣ ଓ ୭ଟି ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ନବୀନ ନିବାସଠାରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ପାଇଁ ସେମାନେ କୃତଜ୍ଞତା ପ୍ରକାଶ କରିଥିଲେ।

5T ଅଧ୍ୟକ୍ଷ ସେମାନଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଓଡିଶାର ବିକାଶ ପାଇଁ ଦିନରାତି କାମ କରୁଛନ୍ତି। ସମସ୍ତଙ୍କୁ ସେ ନିଜ ପରିବାରର ସଦସ୍ୟ ବୋଲି ଭାବନ୍ତି। ସମସ୍ତେ ମିଳି ମିଶି ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ନୂଆ ଓଡିଶା ଗଠନ ପାଇଁ କାମ କରିବାକୁ ସେ ପରାମର୍ଶ ଦେଇଥିଲେ।

ସୂଚନାଯୋଗ୍ୟ ଯେ ଗତ ୨୪ ତାରିଖରେ ରାଜ୍ୟରେ ୩୫ଟି ନୂଆ ବିଜ୍ଞପିତ ଅଞ୍ଚଳ ପରିଷଦ ଓ ୩ଟି ବିଜ୍ଞପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟି ଭାବେ ଉନ୍ନୀତ କରିଥିଲେ ମୁଖ୍ୟମନ୍ତ୍ରୀ। ଆଜି ନବଗଠିତ ବିଭିନ୍ନ ବିଜ୍ଞପିତ ଅଞ୍ଚଳ ପରିଷଦ ଓ କଣ୍ଟାବାଞ୍ଜି ମ୍ୟୁନିସିପାଲିଟିର ଜନସାଧାରଣ ନବୀନ ନିବାସଠାରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷଙ୍କୁ ଭେଟି ଧନ୍ୟବାଦ ଓ କୃତଜ୍ଞତା ପ୍ରକାଶ କରିଥିଲେ।

ସେମାନଙ୍କ ସହିତ ଓଡିଶା ନିର୍ମାଣ ଶ୍ରମିକ ସଂଘ, ଓଡିଶା କଳା ଓ କ୍ରୀଡା ଶିକ୍ଷକ ମହାସଂଘ, All Odisha Physical Handicapped Inclusive Education Volunteer Association, All Odisha Asha Karmi Sahayika Samukhya, Odisha Sarakari Outsourcing Karmachari Mahasangha, ନିଖିଳ ଓଡିଶା ଲେଡି ମାଟ୍ରନ ଆସୋସିଏସନ ଏବଂ ଶ୍ରୀ ଶ୍ରୀ ଅଲାରନାଥ ସେବାୟତ ନିଯୋଗ କମିଟିର କର୍ମକର୍ତ୍ତା ଓ ସଦସ୍ୟମାନେ 5T ଅଧ୍ୟକ୍ଷଙ୍କୁ ଭେଟି କୃତଜ୍ଞତା ଜଣାଇବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ।

ସୂଚନାଯୋଗ୍ୟ ଯେ ନବ ଗଠିତ କଣ୍ଟାବାଞ୍ଜି ମ୍ୟୁନିସିପାଲିଟି, କୁକୁଡାଖଣ୍ଡି, ଡୁଙ୍ଗୁରିପାଲି, ପରଜଙ୍ଗ, ପାଲଲହଡା, ବେଲପଡା, ଚାନ୍ଦିଲି, ମୁନିଗୁଡା, ବିଷମକଟକ ଓ ବଣେଇ ବିଜ୍ଞପିତ ଅଞ୍ଚଳ ପରିଷଦର ଜନସାଧାରଣଙ୍କ ସହିତ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ଅତନୁ ସବ୍ୟସଚୀ ନାୟକ, ଶ୍ରୀ ଜଗନ୍ନାଥ ସାରକା, ଶ୍ରୀ ପ୍ରୀତି ରଞ୍ଜନ ଘଡାଇ, ସାଂସଦ ଶ୍ରୀ ମାନସ ମଙ୍ଗରାଜ, ବିଧାୟକ ଶ୍ରୀ ନୃସିଂହ ସାହୁ, ଶ୍ରୀ ମୁକେଶ କୁମାର ପାଳ, ଶ୍ରୀ ସରୋଜ କୁମାର ମେହେର, କଟକ ମେୟର ଶ୍ରୀ ସୁବାସ ସିଂ ଏବଂ ଅନ୍ୟ ନେତୃବୃନ୍ଦ ଆଜି ନବୀନ ନିବାସଠାରେ 5T ଅଧ୍ୟକ୍ଷଙ୍କୁ ଭେଟିଥିଲେ।

5T Chairman କାର୍ତ୍ତିକ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026
Latest News

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026

ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.