Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁରରେ ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୭୪ କୋଟି ୧୭ ଲକ୍ଷ ଟଙ୍କା ମଞ୍ଜୁର କଲେ କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡ଼କରୀ
ଆଜିର ଖବର

ସମ୍ବଲପୁରରେ ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୭୪ କୋଟି ୧୭ ଲକ୍ଷ ଟଙ୍କା ମଞ୍ଜୁର କଲେ କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡ଼କରୀ

March 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତୀନ ଗଡ଼କରୀ ସମ୍ବଲପୁର ଜିଲ୍ଲାରେ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୭୪ କୋଟି ୧୭ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଅଇଁଠାପାଲି ଜଙ୍କସନ୍‌ ଠାରେ ୬ ଲେନ୍‌ ବିଶିଷ୍ଟ ୩.୫ କିଲୋମିଟର ଲମ୍ବା ଫ୍ଲାଏଓଭର ଏବଂ ୫୩ ନମ୍ବର ଜାତୀୟ ରାଜପଥ (ପୂର୍ବରୁ ୬ ନମ୍ବର ଜାତୀୟ ରାଜପଥ ନାମରେ ପରିଚିତ) ଉପରେ ଦୁଇ ଲେନ୍‌ ବିଶିଷ୍ଟ ଗୋଟିଏ ସଡ଼କ ଓଭର ବ୍ରିଜ୍‌ (ସୀମିତ ଉଚ୍ଚତା ବିଶିଷ୍ଟ ଉପମାର୍ଗ) ବା ଆରଓବି (ଏଲ୍‌ଏଚ୍‌ଏସ୍‌) ନିର୍ମାଣ କରାଯିବ ବୋଲି ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ କରି କେନ୍ଦ୍ର ମନ୍ତ୍ରୀ ଶ୍ରୀ ଗଡ଼କରୀ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ପ୍ରସ୍ତାବିଜ ୬ ଲେନ୍‌ ବିଶିଷ୍ଟ ଫ୍ଲାଏଓଭର ନିର୍ମାଣ ଦ୍ୱାରା ଅଇଁଠାପାଲି ଛକରେ ହେଉଥିବା ଟ୍ରାଫିକ୍‌ ଭିଡ଼ ହ୍ରାସ ପାଇବ। ଏହାବ୍ୟତୀତ, ୫୩ ନମ୍ବର ଜାତୀୟ ରାଜପଥ ଉପରେ ତେଲେଇବଣି-ସମ୍ବଲପୁର ୪ ଲେନ୍‌ ବିଶିଷ୍ଟ ପ୍ରକଳ୍ପରୁ ବାଦ୍‌ ଦିଆଯାଇଥିବା ୨ ଲେନ୍‌ ବିଶିଷ୍ଟ ସଡ଼କ ଓଭର ବ୍ରିଜ୍‌ ପ୍ରକଳ୍ପ ନିର୍ମାଣ କରାଯିବ।

Nitin Gadkari sambalapur
Share. Facebook Twitter LinkedIn Email WhatsApp Copy Link

Related Posts

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026

ଏବେ ଜଖପୁରା ଷ୍ଟେସନରେ ରହଣି କରିବନାହିଁ ଏହି ଯାତ୍ରୀବାହୀ ଟ୍ରେନ୍‌: ଦେଖନ୍ତୁ ତାଲିକା

February 6, 2026

ଭୁବନେଶ୍ୱରରେ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଯୋଗଦାନ

February 6, 2026
Latest News

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.