Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିହାରରେ ମସ୍ତିଷ୍କ ଜ୍ବରରେ ମୃତ୍ୟୁ ସଂଖ୍ୟା 135କୁ ବୃଦ୍ଧି: ସୁପ୍ରିମ୍‌କୋର୍ଟରେ ଯାଚିକା, ରାବ୍ରୀଙ୍କ ସମାଲୋଚନା
ଆଜିର ଖବର

ବିହାରରେ ମସ୍ତିଷ୍କ ଜ୍ବରରେ ମୃତ୍ୟୁ ସଂଖ୍ୟା 135କୁ ବୃଦ୍ଧି: ସୁପ୍ରିମ୍‌କୋର୍ଟରେ ଯାଚିକା, ରାବ୍ରୀଙ୍କ ସମାଲୋଚନା

June 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିହାରର ମୁଜାଫରପୁରରେ ଶିଶୁ ମୃତ୍ୟୁ ଗମ୍ଭୀର ରୂପ ନେଇଛି । ଦିନକୁ ଦିନ ଏହି ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ସମଗ୍ର ବିହାରରେ ଏହି ମୃତ୍ୟୁ ସଂଖ୍ୟା 135 ରହିଥିବା ବେଳେ କେବଳ ମୁଜାଫରପୁରରେ ଏହି ସଂଖ୍ୟା 110 ଛୁଇଁଛି । ମୁଜାଫରପୁରର ଏସ୍‌କେଏମ୍‌ସିଏଚ୍‌ ହସ୍ପିଟାଲ ଏବଂ କେଜ୍ରିଓ୍ବାଲ ହସ୍ପିଟାଲରେ ମାତ୍ରାଧିକ ଶିଶୁଙ୍କୁର ମୃତ୍ୟୁ ଘଟିଛି । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଉକ୍ତ ଦୁଇ ହସ୍ପିଟାଲକୁ ଭ୍ରମଣ କରିଥିଲେ । ଏହା ସହିତ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଶିଶୁଙ୍କ ସଂଖ୍ୟା 300 ଛୁଇଁଛି । ଏହି ସମୟରେ ନୀତିଶ କୁମାରଙ୍କ ବିପକ୍ଷରେ ଉପସ୍ଥିତ ସାଧାରଣ ଜନତା ସ୍ଲୋଗାନ ଦେଇଥିଲେ । ଏହା ସହିତ ଏହି ମାମଲାକୁ ନେଇ ସୁପ୍ରିମ୍‌କୋର୍ଟରେ ଏକ ମାମଲା ରୁଜୁ କରାଯାଇଛି । ଏହି ମାମଲାରେ କେନ୍ଦ୍ର ସରକାରଙ୍କ ବିପକ୍ଷରେ ଏକ ମାମଲା ରୁଜୁ କରାଯାଇଛି । କେନ୍ଦ୍ର ସରକାରଙ୍କୁ ଏହି ମାମଲାରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଏକ ଯାଚିକା ଦାଏର କରାଯାଇଛି । ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀ ନୀତିଶ କୁମାର ସରକାରଙ୍କୁ ସମାଲୋଚନା କରିଛନ୍ତି । ଏନ୍‌ଡିଏର ମେଣ୍ଟ ସରକାର 14 ବର୍ଷ ଧରି କ୍ଷମତାରେ ରହିଛନ୍ତି ତେଣୁ ଶିଶୁମାନଙ୍କ ମୃତ୍ୟୁ ପାଇଁ ସରକାର ଦାୟୀ ରହିବା ଆବଶ୍ୟକ ବୋଲି ଟ୍ବିଟ୍ଟର ଜରିଆରେ ସେୟାର କରିଛନ୍ତି ।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ଦୋହାରେ ଭାରତର ପ୍ରଗତି ଉପରେ ଆଲୋକପାତ କଲେ ଡକ୍ଟର ମନସୁଖ ମାଣ୍ଡଭିୟ

November 7, 2025

ଆଇଏଫଏଫଆଇ ଗୋଆ ୨୦୨୫ ୱେଭସ୍ ବଜାରରେ ଯୋଗଦେବାକୁ ଷ୍ଟାର୍ଟଅପ୍ ମାନଙ୍କୁ ଆମନ୍ତ୍ରଣ

November 7, 2025

ଐତିହାସିକ ବାଲିଯାତ୍ରା ପରିସରରେ ସେବା, ସୁଶାସନ ଓ ଗରିବ କଲ୍ୟାଣ ପ୍ରଦର୍ଶନୀ ଉଦଘାଟିତ

November 7, 2025

ଆଜି ସାତୋଟି ରାଶିର ଭାଗ୍ୟ ଚମକିବ, ଯାହା ଆପଣ କେବେ ବି ବିଶ୍ବାସ କରିପାରିବେ ନାହିଁ

November 7, 2025
Jindal Ads
BJP Ads
Latest News

Indian Roads Congress: ଆଜିଠାରୁ ଭୁବନେଶ୍ବରରେ ଆରମ୍ଭ ହେବ ଇଂଜିନିୟର ମହାକୁମ୍ଭ

November 7, 2025

ବନ୍ଦେ ମାତରମକୁ 150 ବର୍ଷ

November 7, 2025

ଦୋହାରେ ଭାରତର ପ୍ରଗତି ଉପରେ ଆଲୋକପାତ କଲେ ଡକ୍ଟର ମନସୁଖ ମାଣ୍ଡଭିୟ

November 7, 2025

ଆଇଏଫଏଫଆଇ ଗୋଆ ୨୦୨୫ ୱେଭସ୍ ବଜାରରେ ଯୋଗଦେବାକୁ ଷ୍ଟାର୍ଟଅପ୍ ମାନଙ୍କୁ ଆମନ୍ତ୍ରଣ

November 7, 2025

ଐତିହାସିକ ବାଲିଯାତ୍ରା ପରିସରରେ ସେବା, ସୁଶାସନ ଓ ଗରିବ କଲ୍ୟାଣ ପ୍ରଦର୍ଶନୀ ଉଦଘାଟିତ

November 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.