Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିହାରରେ ମସ୍ତିଷ୍କ ଜ୍ବରରେ ମୃତ୍ୟୁ ସଂଖ୍ୟା 135କୁ ବୃଦ୍ଧି: ସୁପ୍ରିମ୍‌କୋର୍ଟରେ ଯାଚିକା, ରାବ୍ରୀଙ୍କ ସମାଲୋଚନା
ଆଜିର ଖବର

ବିହାରରେ ମସ୍ତିଷ୍କ ଜ୍ବରରେ ମୃତ୍ୟୁ ସଂଖ୍ୟା 135କୁ ବୃଦ୍ଧି: ସୁପ୍ରିମ୍‌କୋର୍ଟରେ ଯାଚିକା, ରାବ୍ରୀଙ୍କ ସମାଲୋଚନା

June 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିହାରର ମୁଜାଫରପୁରରେ ଶିଶୁ ମୃତ୍ୟୁ ଗମ୍ଭୀର ରୂପ ନେଇଛି । ଦିନକୁ ଦିନ ଏହି ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ସମଗ୍ର ବିହାରରେ ଏହି ମୃତ୍ୟୁ ସଂଖ୍ୟା 135 ରହିଥିବା ବେଳେ କେବଳ ମୁଜାଫରପୁରରେ ଏହି ସଂଖ୍ୟା 110 ଛୁଇଁଛି । ମୁଜାଫରପୁରର ଏସ୍‌କେଏମ୍‌ସିଏଚ୍‌ ହସ୍ପିଟାଲ ଏବଂ କେଜ୍ରିଓ୍ବାଲ ହସ୍ପିଟାଲରେ ମାତ୍ରାଧିକ ଶିଶୁଙ୍କୁର ମୃତ୍ୟୁ ଘଟିଛି । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଉକ୍ତ ଦୁଇ ହସ୍ପିଟାଲକୁ ଭ୍ରମଣ କରିଥିଲେ । ଏହା ସହିତ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଶିଶୁଙ୍କ ସଂଖ୍ୟା 300 ଛୁଇଁଛି । ଏହି ସମୟରେ ନୀତିଶ କୁମାରଙ୍କ ବିପକ୍ଷରେ ଉପସ୍ଥିତ ସାଧାରଣ ଜନତା ସ୍ଲୋଗାନ ଦେଇଥିଲେ । ଏହା ସହିତ ଏହି ମାମଲାକୁ ନେଇ ସୁପ୍ରିମ୍‌କୋର୍ଟରେ ଏକ ମାମଲା ରୁଜୁ କରାଯାଇଛି । ଏହି ମାମଲାରେ କେନ୍ଦ୍ର ସରକାରଙ୍କ ବିପକ୍ଷରେ ଏକ ମାମଲା ରୁଜୁ କରାଯାଇଛି । କେନ୍ଦ୍ର ସରକାରଙ୍କୁ ଏହି ମାମଲାରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଏକ ଯାଚିକା ଦାଏର କରାଯାଇଛି । ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀ ନୀତିଶ କୁମାର ସରକାରଙ୍କୁ ସମାଲୋଚନା କରିଛନ୍ତି । ଏନ୍‌ଡିଏର ମେଣ୍ଟ ସରକାର 14 ବର୍ଷ ଧରି କ୍ଷମତାରେ ରହିଛନ୍ତି ତେଣୁ ଶିଶୁମାନଙ୍କ ମୃତ୍ୟୁ ପାଇଁ ସରକାର ଦାୟୀ ରହିବା ଆବଶ୍ୟକ ବୋଲି ଟ୍ବିଟ୍ଟର ଜରିଆରେ ସେୟାର କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ବିସିସିଆଇ ସମୀକ୍ଷା ବୈଠକ: ଇଂଲଣ୍ଡଠାରୁ ପରାଜୟ ପରେ ଅଡୁଆରେ ସପୋର୍ଟ ଷ୍ଟାଫ୍

July 26, 2026

ବିକଶିତ ଭାଇବ୍ରାଣ୍ଟ ଭିଲେଜ୍ ପ୍ରୋଗ୍ରାମ୍’ ପାଇଁ ଚୟନ ଯୁବକଯୁବତୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

July 26, 2026

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି: ଜାଣନ୍ତୁ ଏମିତି କାହିଁକି ହୁଏ?

July 26, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026
Latest News

ବିସିସିଆଇ ସମୀକ୍ଷା ବୈଠକ: ଇଂଲଣ୍ଡଠାରୁ ପରାଜୟ ପରେ ଅଡୁଆରେ ସପୋର୍ଟ ଷ୍ଟାଫ୍

July 26, 2026

ବିକଶିତ ଭାଇବ୍ରାଣ୍ଟ ଭିଲେଜ୍ ପ୍ରୋଗ୍ରାମ୍’ ପାଇଁ ଚୟନ ଯୁବକଯୁବତୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

July 26, 2026

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି: ଜାଣନ୍ତୁ ଏମିତି କାହିଁକି ହୁଏ?

July 26, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.