Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହଲଚଲ ହେଲା ମେଣ୍ଟ ରାଜନୀତି, ଅମିତ ଶାହାଙ୍କ ଘରେ ବସିଲା ବୈଠକ
ଆଜିର ଖବର

ହଲଚଲ ହେଲା ମେଣ୍ଟ ରାଜନୀତି, ଅମିତ ଶାହାଙ୍କ ଘରେ ବସିଲା ବୈଠକ

March 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ହଲଚଲ ହେଲା ମେଣ୍ଟ ରାଜନୀତି, ଅମିତ ଶାହାଙ୍କ ଘରେ ବସିଲା ବୈଠକ

ନୂଆଦିଲ୍ଲୀ: ଦୁଇ ଦିନ ନିରବତା ପରେ ଏବେ ମେଣ୍ଟ ରାଜନୀତି ହଲଚଲ ହୋଇଛି। କାରଣ ଆଜି ସଂଧ୍ୟାରେ ନୂଆଦିଲ୍ଲୀରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବାସଭବନରେ ବସିଛି ଓଡିଶା ନିର୍ବାଚନକୁ ନେଇ ରଣନୀତି। ଏହି ବୈଠକରେ ସାମ୍ଭବ୍ୟ ମେଣ୍ଟକୁ ନେଇ ଆଲୋଚନା ହେବ ବୋଲି ଚର୍ଚ୍ଚା ଚାଲିଛି।

ଏହି ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ, ସଂଗଠନ ସଂପାଦକ ମାନସ ମହାନ୍ତି, ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ସହ ପ୍ରଭାରୀ ଲତା ଉସେଣ୍ଡି। ଏମାନେ ଗତ 10 ତାରିଖ ଦିନ ପୁଣି ଥରେ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ସେହିଦିନଠାରୁ ସେମାନେ ଦିଲ୍ଲୀରେ ଅବସ୍ଥାନ କରିଛନ୍ତି। ତେବେ ଆଜି ରାତି ସୁଦ୍ଧା କିଛି ଖବର ଆସିପାରେ ବୋଲି ଜଣାପଡିଛି।

BJDBJP Alliance odishaelection2024 ଓଡିଶା ନିର୍ବାଚନ2024 ନିର୍ବାଚନ2024 ମେଣ୍ଟ ରାଜନୀତି
Share. Facebook Twitter LinkedIn Email WhatsApp Copy Link

Related Posts

ଏକତା ପରିଷଦ ଟ୍ରଷ୍ଟରେ ଓଡ଼ିଆ ପକ୍ଷର “କଳାକାର ସମ୍ବର୍ଦ୍ଧନା ଦିବସ” ପାଳିତ

April 10, 2026

ମହାନଦୀ ଟ୍ରିବୁନାଲ ପାଖରୁ ଅନ୍ତରୀଣ ରାୟ ପାଇଁ ଅଧ୍ୟକ୍ଷଙ୍କୁ ଚିଠି

April 10, 2026

ଯୁଦ୍ଧ ସମସ୍ତଙ୍କ ପାଇଁ କ୍ଷତିକାରକ

April 10, 2026

ଯୁଦ୍ଧବିରତି ପରେ ଶେଷ ହେବ କି LPG ଚିନ୍ତା, ଜାଣନ୍ତୁ କ’ଣ କହିଲେ ସରକାର?

April 10, 2026
Latest News

ଏକତା ପରିଷଦ ଟ୍ରଷ୍ଟରେ ଓଡ଼ିଆ ପକ୍ଷର “କଳାକାର ସମ୍ବର୍ଦ୍ଧନା ଦିବସ” ପାଳିତ

April 10, 2026

ମହାନଦୀ ଟ୍ରିବୁନାଲ ପାଖରୁ ଅନ୍ତରୀଣ ରାୟ ପାଇଁ ଅଧ୍ୟକ୍ଷଙ୍କୁ ଚିଠି

April 10, 2026

ଯୁଦ୍ଧ ସମସ୍ତଙ୍କ ପାଇଁ କ୍ଷତିକାରକ

April 10, 2026

ଯୁଦ୍ଧବିରତି ପରେ ଶେଷ ହେବ କି LPG ଚିନ୍ତା, ଜାଣନ୍ତୁ କ’ଣ କହିଲେ ସରକାର?

April 10, 2026

ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.