Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁଟାନକୁ ପେଟ୍ରୋଲିୟମ ଯୋଗାଣ ଉପରେ ଭାରତ ଓ ଭୁଟାନ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରକୁ କ୍ୟାବିନେଟ୍ ମଞ୍ଜୁରି
ଆଜିର ଖବର

ଭୁଟାନକୁ ପେଟ୍ରୋଲିୟମ ଯୋଗାଣ ଉପରେ ଭାରତ ଓ ଭୁଟାନ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରକୁ କ୍ୟାବିନେଟ୍ ମଞ୍ଜୁରି

March 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଭାରତରୁ ଭୁଟାନକୁ ପେଟ୍ରୋଲିୟମ, ତୈଳ, ଲୁବ୍ରିକାଣ୍ଟସ୍ (ପିଓଏଲ୍) ଏବଂ ଆନୁଷଙ୍ଗିକ ଉତ୍ପାଦର ସାଧାରଣ ଯୋଗାଣ ଉପରେ ଭାରତ ସରକାର ଏବଂ ଭୁଟାନର ରୟାଲ୍‌ ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର କରିବାକୁ ଅନୁମୋଦନ ମିଳିଛି।

ବିଶେଷକରି ହାଇଡ୍ରୋକାର୍ବନ କ୍ଷେତ୍ରରେ କୌଣସି ଲିଙ୍ଗ, ବର୍ଗ କିମ୍ବା ଆୟ ଭେଦଭାବ ନିର୍ବିଶେଷରେ ଭୁଟାନ ସହିତ ଉନ୍ନତ ଅର୍ଥନୈତିକ ଏବଂ ବାଣିଜ୍ୟିକ ସମ୍ପର୍କ ଦ୍ୱାରା ଭାରତ ଏବଂ ଏହାର ନାଗରିକମାନଙ୍କୁ ଉପକୃତ କରିବା ଏହାର ଲକ୍ଷ୍ୟ।

ସୁବିଧା :

ଏହି ବୁଝାମଣାପତ୍ର ହାଇଡ୍ରୋକାର୍ବନ କ୍ଷେତ୍ରରେ ଦ୍ୱିପାକ୍ଷିକ ବାଣିଜ୍ୟକୁ ପ୍ରୋତ୍ସାହିତ କରିବ ଏବଂ ଭୁଟାନକୁ ପେଟ୍ରୋଲିୟମ ଉତ୍ପାଦର ସୁରକ୍ଷିତ ଏବଂ ଦୀର୍ଘମିଆଦୀ ଯୋଗାଣ ସୁନିଶ୍ଚିତ କରିବ।

ଯେହେତୁ ଆତ୍ମନିର୍ଭର ଭାରତକୁ ବାସ୍ତବ ରୂପ ଦେବାରେ ରପ୍ତାନି ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହି ବୁଝାମଣାପତ୍ର ଆତ୍ମନିର୍ଭର ଭାରତ ଦିଗରେ ଗୁରୁତ୍ୱ ଦେବ।

ଏହି ବୁଝାମଣାପତ୍ର ଭାରତର ନେବରହୁଡ ଫାଷ୍ଟ ପଲିସିରେ ଏନର୍ଜି ବ୍ରିଜ ଭାବରେ ଏକ କୌଶଳଗତ ପଦକ୍ଷେପ।

bhutan india narendra modi petroleum union cabinet
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା କାର୍ଯ୍ୟ ପାଇଁ ଟ୍ରେନ ସେବା ବାତିଲ

September 10, 2025

ଗାଡ଼ିରେ ବିକଟାଳ ଶବ୍ଦ କରୁଥିଲେ ହୋଇଯା’ନ୍ତୁ ସାବଧାନ: ଗଣିବେ ମୋଟା ଅଙ୍କର ଜରିମାନା

September 10, 2025

ଟ୍ରମ୍ପଙ୍କ ଶୁଳ୍କ ପରେ ଭାରତ ଉପରେ କ’ଣ ପଡିଛି ପ୍ରଭାବ?, ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ରିପୋର୍ଟ

September 10, 2025

ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

September 10, 2025
Latest News

ସୁରକ୍ଷା କାର୍ଯ୍ୟ ପାଇଁ ଟ୍ରେନ ସେବା ବାତିଲ

September 10, 2025

ଗାଡ଼ିରେ ବିକଟାଳ ଶବ୍ଦ କରୁଥିଲେ ହୋଇଯା’ନ୍ତୁ ସାବଧାନ: ଗଣିବେ ମୋଟା ଅଙ୍କର ଜରିମାନା

September 10, 2025

ଟ୍ରମ୍ପଙ୍କ ଶୁଳ୍କ ପରେ ଭାରତ ଉପରେ କ’ଣ ପଡିଛି ପ୍ରଭାବ?, ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ରିପୋର୍ଟ

September 10, 2025

ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

September 10, 2025

ଆଜିଠାରୁ ଭାରତର ଏସିଆ କପ ଅଭିଯାନ: ଜାଣନ୍ତୁ କେଉଁଠାରେ ଦେଖିବେ ମ୍ୟାଚ

September 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.