Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତରପ୍ରଦେଶରେ ସଡକ ଦୁର୍ଘଟଣା : 8 ମୃତ, 11 ଆହତ
ଆଜିର ଖବର

ଉତ୍ତରପ୍ରଦେଶରେ ସଡକ ଦୁର୍ଘଟଣା : 8 ମୃତ, 11 ଆହତ

June 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତରପ୍ରଦେଶର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ 8 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 11 ଜଣ ଆହତ ହୋଇଛନ୍ତି । ସମ୍ଭଲର ମୋରାଦାବାଦ-ଆଗ୍ରା ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି । ମଙ୍ଗଳବାର ବିଳମ୍ବିତ ରାତ୍ରିରେ ବାହାଘରରୁ ଫେରୁଥିବା ଏକ ପରିବାର ଏକ ମିନିଟ୍ରକ୍‌ ସହିତ ଧକ୍କା ହେବାରୁ ଏହି ଅଘଟଣ ଘଟିଛି । ପୋଲିସ୍ ମୁଖ୍ୟ ଯମୁନା ପ୍ରସାଦଙ୍କ ସୂଚନା ଅନୁଯାୟୀ ମୃତକ ସମସ୍ତେ ବିବାହରୁ ଫେରୁଥିବା ଗୋଟିଏ ପରିବାରର ସମସ୍ତଙ୍କ ମୃତ୍ୟୁ ଘଟିଛି । ଆହତ ମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ମୃତକଙ୍କୁ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବିସିସିଆଇ ସମୀକ୍ଷା ବୈଠକ: ଇଂଲଣ୍ଡଠାରୁ ପରାଜୟ ପରେ ଅଡୁଆରେ ସପୋର୍ଟ ଷ୍ଟାଫ୍

July 26, 2026

ବିକଶିତ ଭାଇବ୍ରାଣ୍ଟ ଭିଲେଜ୍ ପ୍ରୋଗ୍ରାମ୍’ ପାଇଁ ଚୟନ ଯୁବକଯୁବତୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

July 26, 2026

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି: ଜାଣନ୍ତୁ ଏମିତି କାହିଁକି ହୁଏ?

July 26, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026
Latest News

ବିସିସିଆଇ ସମୀକ୍ଷା ବୈଠକ: ଇଂଲଣ୍ଡଠାରୁ ପରାଜୟ ପରେ ଅଡୁଆରେ ସପୋର୍ଟ ଷ୍ଟାଫ୍

July 26, 2026

ବିକଶିତ ଭାଇବ୍ରାଣ୍ଟ ଭିଲେଜ୍ ପ୍ରୋଗ୍ରାମ୍’ ପାଇଁ ଚୟନ ଯୁବକଯୁବତୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ

July 26, 2026

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି: ଜାଣନ୍ତୁ ଏମିତି କାହିଁକି ହୁଏ?

July 26, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଓଡ଼ିଆ ଏବଂ ଭାରତୀୟ ଖେଳାଳିମାନଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

July 26, 2026

ଟାଉନ କ୍ଲବର ୪୦ତମ ଭଜନ ସମାରୋହ: ଭକ୍ତି ରସରେ ଝୁମିଲା ଦ୍ୱିତୀୟ ଶ୍ରୀକ୍ଷେତ୍ର ରଣପୁର

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.