Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Electoral Bonds: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ତଥ୍ୟ ପ୍ରକାଶ କଲେ ନିର୍ବାଚନ ଆୟୋଗ
ଆଜିର ଖବର

Electoral Bonds: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ତଥ୍ୟ ପ୍ରକାଶ କଲେ ନିର୍ବାଚନ ଆୟୋଗ

March 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗୋଟିଏ ଦିନ ପୂର୍ବରୁ ଅର୍ଥାତ ଆଜି ନିର୍ବାଚନୀ ଚାନ୍ଦା ସମ୍ପର୍କରେ ଏସବିଆଇରୁ ମିଳିଥିବା ତଥ୍ୟକୁ ନିର୍ବାଚନ କମିଶନ ଅପଲୋଡ୍ କରିଛନ୍ତି। ମାର୍ଚ୍ଚ ୧୫ ତାରିଖ ଅପରାହ୍ନ ୫ ଟା ପୂର୍ବରୁ ସବିଶେଷ ତଥ୍ୟ ପ୍ରକାଶ କରିବାକୁ ନିର୍ବାଚନ ଆୟୋଗ ସୁପ୍ରିମକୋର୍ଟଙ୍କଠାରୁ ନିର୍ଦ୍ଦେଶ ପାଇଥିଲେ। ଏଥି ସହିତ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଏସବିଆଇ ମାର୍ଚ୍ଚ ୧୨ ତାରିଖରେ ନିର୍ବାଚନ ଆୟୋଗକୁ ନିର୍ବାଚନୀ ଚାନ୍ଦା ସମ୍ବନ୍ଧୀୟ ତଥ୍ୟ ପ୍ରଦାନ କରିଥିଲା।

ଏହାପୂର୍ବରୁ ସୋମବାର ଦିନ ସୁପ୍ରିମକୋର୍ଟ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆର ଆବେଦନକୁ ଖାରଜ କରିଥିଲେ, ଯେଉଁଥିରେ ନିର୍ବାଚନୀ ଚାନ୍ଦାର ସବିଶେଷ ତଥ୍ୟ ପ୍ରକାଶ କରିବାକୁ ଏସବିଆଇ ଜୁନ୍ ୩୦ ପର୍ଯ୍ୟନ୍ତ ସମୟ ମାଗିଥିଲା। ପ୍ରଧାନ ବିଚାରପତି ଚନ୍ଦ୍ରଚୂଡଙ୍କ ନେତୃତ୍ୱରେ ସମ୍ବିଧାନ ବେଞ୍ଚ ବ୍ୟାଙ୍କର ଆବେଦନକୁ ଖାରଜ କରିଥିଲେ।

Breaking News eci election commission electoral bonds india SBI Supreme Court
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ମିଶନ୍‌ର ବଡ଼ ପଦକ୍ଷେପ: ସୁଲଭ ମୂଲ୍ୟରେ ଉନ୍ନତ ଭିଡିଓ ପାଇଁ ‘ଭାର୍ୟା’ ଏଆଇ ଲଞ୍ଚ

June 13, 2026

ସାଙ୍ଗକୁ ପଥରରେ ଛେଚି ହତ୍ୟା

June 13, 2026

ଶ୍ରମ ନୁହେଁ – ଶିକ୍ଷାର ସୁନିଶ୍ଚିତ ପାଇଁ ଯୁବ ସମାଜର ସଂକଳ୍ପ

June 13, 2026

ପୁଣି କନ୍ଦାଇବ ପିଆଜ ! ରୋଷେଇ ଘର ଉପରେ ମହଙ୍ଗାମାଡ଼

June 13, 2026
Latest News

ଇଣ୍ଡିଆ ଏଆଇ ମିଶନ୍‌ର ବଡ଼ ପଦକ୍ଷେପ: ସୁଲଭ ମୂଲ୍ୟରେ ଉନ୍ନତ ଭିଡିଓ ପାଇଁ ‘ଭାର୍ୟା’ ଏଆଇ ଲଞ୍ଚ

June 13, 2026

ସାଙ୍ଗକୁ ପଥରରେ ଛେଚି ହତ୍ୟା

June 13, 2026

ଶ୍ରମ ନୁହେଁ – ଶିକ୍ଷାର ସୁନିଶ୍ଚିତ ପାଇଁ ଯୁବ ସମାଜର ସଂକଳ୍ପ

June 13, 2026

ପୁଣି କନ୍ଦାଇବ ପିଆଜ ! ରୋଷେଇ ଘର ଉପରେ ମହଙ୍ଗାମାଡ଼

June 13, 2026

କଳାବଜାରୀ ଏବଂ ବେଆଇନ ଭାବରେ ଡିଜେଲ ମହଜୁଦ ରୋକିବା ପାଇଁ ନିୟନ୍ତ୍ରଣ ନିର୍ଦ୍ଦେଶ ଜାରି

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.