Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀରେ ବିଦେଶୀ ପର୍ଯ୍ୟଟକଙ୍କ ଠାରୁ ଲୁଟ ଘଟଣା: ଅଭିଯୁକ୍ତ କାର ଡ୍ରାଇଭରକୁ ବାନ୍ଧିଲା ପୋଲିସ
ଆଜିର ଖବର

ପୁରୀରେ ବିଦେଶୀ ପର୍ଯ୍ୟଟକଙ୍କ ଠାରୁ ଲୁଟ ଘଟଣା: ଅଭିଯୁକ୍ତ କାର ଡ୍ରାଇଭରକୁ ବାନ୍ଧିଲା ପୋଲିସ

March 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ: ବିଦେଶୀ ପର୍ଯ୍ୟଟକଙ୍କ ଠାରୁ ଲକ୍ଷାଧିକ ଟଙ୍କାର ଲୁଟ ଘଟଣାରେ ପୁରୀ ପୋଲିସକୁ ବଡ ସଫଳତା ମିଳିଛି। ଅଭିଯୁକ୍ତକୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଜଣାପଡିଛି।

ଉଲ୍ଲେଖ ଯୋଗ୍ୟ ଯେ, ସୁଦୂର ନେଦରଲାଣ୍ଡରୁ ଅନ୍ଥୋନି ଭାନ୍ ଅର୍କେଲ୍ ନାମକ ଜଣେ ୭୧ ବର୍ଷୀୟ ପର୍ଯ୍ୟଟକ ପୁରୀ ଭ୍ରମଣ ପାଇଁ ଆସିଥିଲେ। ଗତ ୧୦ ତାରିଖରେ ଭ୍ରମଣ ସମୟରେ ସେ ଜଣେ କାର ଡ୍ରାଇଭରଙ୍କ ଠାରୁ ଲୁଟରେ ଶିକାର ହୋଇଥିଲେ। କାର ଡ୍ରାଇଭରଜଣଙ୍କ ବିଦେଶୀ ପର୍ଯ୍ୟଟକ ଅନ୍ଥୋନିଙ୍କ ନିକଟରୁ ୩ ଲକ୍ଷ ୫୦ହଜାର ଟଙ୍କା, ୪୨୦୦ ୟୁରୋ ମୁଦ୍ରା, ଦାମୀ ଘଣ୍ଟା, କ୍ୟାନନ୍ କ୍ୟାମେରା, ହୀରା ମୁଦି ଓ ଅନ୍ୟାନ୍ୟ ନିତ୍ୟ ବ୍ୟବହାର୍ଯ୍ୟ ଲୁଟି ନେଇଥିଲା।

ତେବେ ଏନେଇ ବିଦଶୀ ପର୍ଯ୍ୟଟକଜଣଙ୍କ ଥାନାରେ ଅଭିଯୋଗ ଦାଖଲ କରିଥିଲେ। ଅଭିଯୋଗ ଆଧାରରେ ପୁରୀ ଥାନା ଅଧିକାରୀ ସୁନିଲ କୁମାର ପ୍ରଧାନଙ୍କ ନେତୃତ୍ୱରେ ତଦନ୍ତ ଆରମ୍ଭ କରାଯାଇଥିଲା। ଏବଂ ତଦନ୍ତ ସମୟରେ ଅଭିଯୁକ୍ତଙ୍କ ପରିଚୟ ମିଳିପାରିଥିଲା। ସେ କଟକ ଜିଲ୍ଲା କାନପୁର ଥାନା କନରପୂର୍ ଗ୍ରାମର ସାଗର କୁମାର ମଲ୍ଲିକ ବୋଲି ଜଣାପଡିଥିଲା।

ଏହାପରେ ଅଭିଯୁକ୍ତକୁ ପୋଲିସ ଗିରଫ କରାଯିବା ସହ ବ୍ୟବହୃତ କାର ଜବତ କରିଥିଲା। ତେବେ ଗୁରୁବାର ଦିନ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ସୁନିଲ କୁମାର ପ୍ରଧାନ ସୂଚନା ଦେଇଛନ୍ତି।

sunil kumar pradhan ପୁରୀ ପୁରୀ ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା : ଦୋକାନରେ ପଶି ବାପ-ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ

June 21, 2026

ଏପିଇଡିଏ ସହଯୋଗରେ ଓଡ଼ିଶାରୁ ଅଷ୍ଟ୍ରିଆକୁ ପ୍ରଥମ ଥର ଶୁଖିଲା ଅଣ୍ଡା ଗୁଣ୍ଡ ରପ୍ତାନି

June 21, 2026

‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

June 21, 2026

ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬: କୋଲକାତାରେ ଭବ୍ୟ ବିଶ୍ୱ ଯୋଗ ଦିବସ ଉତ୍ସବ

June 21, 2026
Latest News

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା : ଦୋକାନରେ ପଶି ବାପ-ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ

June 21, 2026

ଏପିଇଡିଏ ସହଯୋଗରେ ଓଡ଼ିଶାରୁ ଅଷ୍ଟ୍ରିଆକୁ ପ୍ରଥମ ଥର ଶୁଖିଲା ଅଣ୍ଡା ଗୁଣ୍ଡ ରପ୍ତାନି

June 21, 2026

NEET Re-Exam 2026: ଆଜି 22.79 ଲକ୍ଷ ଛାତ୍ରଛାତ୍ରୀ ଦେବେ ପରୀକ୍ଷା, ଜାଣନ୍ତୁ ସମସ୍ତ ବିବରଣୀ

June 21, 2026

‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

June 21, 2026

ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬: କୋଲକାତାରେ ଭବ୍ୟ ବିଶ୍ୱ ଯୋଗ ଦିବସ ଉତ୍ସବ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.