Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୨୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ଓ ବାଣିଜ୍ୟ ପରୀକ୍ଷା ଫଳ
ଆଜିର ଖବର

ଆସନ୍ତା ୨୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ଓ ବାଣିଜ୍ୟ ପରୀକ୍ଷା ଫଳ

June 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସନ୍ତା ୨୧ ତାରିଖରେ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ବାହାରିବ । ପରୀକ୍ଷା ଫଳ ପ୍ରକାଶ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ଜୁନ୍‌ ୨୧ ତାରିଖ ଅପରାହ୍ନ ସାଢେ ୩ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବ । ଚଳିତ ଶିକ୍ଷା ବର୍ଷ ଆରମ୍ଭ ହୋଇଯାଇଥିବାବେଳେ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶରେ ବହୁ ବିଳମ୍ବ ଘଟିଛି । ଏହାକୁ ନେଇ ଛାତ୍ର ଛାତ୍ରୀ ତଥା ଅଭିଭାବକମାନେ ଅସନ୍ତୋଷ ଜାହିର କରିଥିଲେ । ଜୁନ୍‌ ୬ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଫଳ ବାହାରିଥିବାବେଳେ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ବାହାରିବା ନେଇ ବହୁ ବିଳମ୍ବ ଘଟିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସିଲଚରରେ ୨୩୫୫୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 14, 2026

ୟୁପିରେ ଏଲପିଜି କଳାବଜାରୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ: ୧୪୮୩ ଟି ସ୍ଥାନରେ ଚଢାଉ, ଅନେକ ଗିରଫ

March 14, 2026

ବିଶ୍ଵ ସମ୍ମୁଖରେ ପାକିସ୍ତାନ ଲଜ୍ଜିତ: PSL ଛାଡି IPL ରେ ଯୋଗଦେଲେ ଏହି ପ୍ରସିଦ୍ଧ କ୍ରିକେଟର

March 14, 2026

ଶୁଭମନ ଗିଲଙ୍କୁ ମିଳିବ ସବୁଠାରୁ ବଡ଼ ପୁରସ୍କାର: ଘୋଷଣା କଲା ବିସିସିଆଇ

March 14, 2026
Latest News

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026

ସିଲଚରରେ ୨୩୫୫୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 14, 2026

ୟୁପିରେ ଏଲପିଜି କଳାବଜାରୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ: ୧୪୮୩ ଟି ସ୍ଥାନରେ ଚଢାଉ, ଅନେକ ଗିରଫ

March 14, 2026

ବିଶ୍ଵ ସମ୍ମୁଖରେ ପାକିସ୍ତାନ ଲଜ୍ଜିତ: PSL ଛାଡି IPL ରେ ଯୋଗଦେଲେ ଏହି ପ୍ରସିଦ୍ଧ କ୍ରିକେଟର

March 14, 2026

ଶୁଭମନ ଗିଲଙ୍କୁ ମିଳିବ ସବୁଠାରୁ ବଡ଼ ପୁରସ୍କାର: ଘୋଷଣା କଲା ବିସିସିଆଇ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.