Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୭ରୁ ଚଳାଚଳ କରିବ ଭୁବନେଶ୍ୱର-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ: ଜାଣନ୍ତୁ ସମୟ ସାରଣୀ ଏବଂ ଟିକେଟ ମୂଲ୍ୟ
ଆଜିର ଖବର

୧୭ରୁ ଚଳାଚଳ କରିବ ଭୁବନେଶ୍ୱର-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ: ଜାଣନ୍ତୁ ସମୟ ସାରଣୀ ଏବଂ ଟିକେଟ ମୂଲ୍ୟ

March 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଓଡ଼ିଶା ପାଇଁ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟିତ ହୋଇଛି। ତେବେ ଏହା ଭୁବନେଶ୍ୱରରୁ ବିଶାଖାପାଟଣା ପର୍ଯ୍ୟନ୍ତ ଚାଲିବ। ଚଳିତ ୧୨ ତାରିଖରେ ଏହାର ଟ୍ରାଏଲ ରନ ଉକ୍ତ ରୁଟରେ ହୋଇଥିଲା।  ତେବେ ଯାତ୍ରୀମାନେ ଏହାଦ୍ୱାରା ନିଜର ଖୁସି ଜାହିର କରିଥିବା ବେଳେ ନିୟମିତ ଏହାର ଚଳାଚଳ ଏବଂ ଟିକେଟ ଦର କେତେ ରହିବ ତାହା ଜାଣିବା ପାଇଁ ଆଗ୍ରହୀ ଅଛନ୍ତି।

ତେବେ ରେଳ ମନ୍ତ୍ରାଳୟ ଠାରୁ ମିଳିଥିବା ସୂଚନା ମୁତାବକ ଉକ୍ତ ଟ୍ରେନ ଆସନ୍ତା ୧୭ ତାରିଖରୁ ନିୟମିତ ଭାବେ ଚଳାଚଳ କରିବ। ସୋମବାରକୁ ବାଦ ଦେଇ ଅନ୍ୟ ସବୁ ଦିନରେ ସପ୍ତାହକୁ ୬ ଦିନ ବନ୍ଦେ ଭାରତ ଏକ୍ସପ୍ରେସ ଚାଲିବ।

ସମୟ ସାରଣୀ:

ଭୁବନେଶ୍ୱର- ସକାଳ ୫.୧୫

ଖୋର୍ଦ୍ଧା ରୋଡ- ସକାଳ ୫.୩୩

ବାଲୁଗାଁ- ସକାଳ ୬.୨୩

ବ୍ରହ୍ମପୁର- ସକାଳ ୭.୦୫

ଇଚ୍ଛାପୁରମ- ସକାଳ ୭.୧୮

ପଲାସା- ସକାଳ ୮.୧୮

ଶ୍ରୀକାକୁଲମ ରୋଡ- ସକାଳ ୯.୦୦

ବିଜୟାନାଗରମ- ସକାଳ ୯.୪୩

ବିଶାଖାପାଟନମ- ପୂର୍ବାହ୍ନ ୧୧ ଘଟିକାରେ ପହଞ୍ଚିବ।

ସେହିପରିଭାବେ ବିଶାଖାପାଟନମ ଷ୍ଟେସନରୁ ଉକ୍ତ ଟ୍ରେନ ଅପରାହ୍ନ ୩.୩୦ ଘଟିକାରୁ ଛାଡିବ।

ବିଜୟାନାଗରମ- ଅପରାହ୍ନ ୪.୧୫

ଶ୍ରୀକାକୁଲମ ରୋଡ- ୫.୦୩

ପଲାସା- ୬.୧୦

ଇଚ୍ଛାପୁରମ- ୬.୪୦

ବ୍ରହ୍ମପୁର- ୭.୦୦

ବାଲୁଗାଁ- ୭.୫୨

ଖୋର୍ଦ୍ଧା ରୋଡ- ୮.୫୭

ଭୁବନେଶ୍ୱର- ରାତି ୯.୩୦ ରେ ପହଞ୍ଚିବ।

ତେବେ ଉକ୍ତ ଟ୍ରେନର ସମସ୍ତ ବଗି ଶୀତତାପ ନିୟନ୍ତ୍ରିତ ଏବଂ ଚେୟାର କାର ବର୍ଗ ହୋଇଥିବା ବେଳେ ଭୁବନେଶ୍ୱରରୁ ବିଶାଖାପାଟନମ ଦର ୧୧୧୫ ଟଙ୍କା ରହିଥିବା ଜଣାପଡିଛି।  ସେହିପରି ଭାବେ ଭୁବନେଶ୍ୱରରୁ ବାଲୁଗାଁ ୪୪୫ ଟଙ୍କା, ଭୁବନେଶ୍ୱରରୁ ବ୍ରହ୍ମପୁର ୫୬୫ ଟଙ୍କା, ବାଲୁଗାଁଠୁ ବିଶାଖାପାଟନମ ୯୩୫ ଟଙ୍କା ଏବଂ ବାଲୁଗାଁଠୁ ବ୍ରହ୍ମପୁର ୪୪୦ ଟଙ୍କା ଧାର୍ଯ୍ୟ ହୋଇଥିବା ଜଣାପଡିଛି।

balugaon bhubaneswar
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026
Latest News

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ଦାୟିତ୍ଵବାନ ଦେଶ ତାଲିକାର ଶ୍ରେଷ୍ଠ ୧୦ ରେ ନାହାନ୍ତି ଚୀନ୍, ରୁଷ କିମ୍ବା ଆମେରିକା: ଜାଣନ୍ତୁ ଭାରତର ସ୍ଥିତି

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.