Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରଗଡ ଚିନିକଳ ଜମି ଇଡକୋକୁ ହେବ ହସ୍ତାନ୍ତର, ଆଗାମୀ ଦିନରେ ନୂତନ ଶିଳ୍ପ ପ୍ରତିଷ୍ଠା କରାଯିବ
ଆଜିର ଖବର

ବରଗଡ ଚିନିକଳ ଜମି ଇଡକୋକୁ ହେବ ହସ୍ତାନ୍ତର, ଆଗାମୀ ଦିନରେ ନୂତନ ଶିଳ୍ପ ପ୍ରତିଷ୍ଠା କରାଯିବ

March 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବରଗଡ ଚିନିକଳ ଜମି ଇଡକୋକୁ ହେବ ହସ୍ତାନ୍ତର, ଆଗାମୀ ଦିନରେ ନୂତନ ଶିଳ୍ପ ପ୍ରତିଷ୍ଠା କରାଯିବ

ଭୁବନେଶ୍ବର: ବରଗଡସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଦିନରେ ଇଡକୋ ଏହି ଜମିରେ ନୂତନ ଶିଳ୍ପ ପ୍ରତିଷ୍ଠା କରିବାପାଇଁ ପଦକ୍ଷେପ ନେବ।

ସୂଚନାଯୋଗ୍ୟ ଯେ ଯନ୍ତ୍ରାଂଶ ରକ୍ଷଣାବେକ୍ଷଣ ଓ ମରାମତି ତଥା ନୂତନ ମେସିନ୍‌ ପାଇଁ ପାଣ୍ଠି ଅଭାବ ଏବଂ ଅନ୍ୟାନ୍ୟ ବିଭିନ୍ନ କାରଣ ପାଇଁ ଚିନିକଳରେ କାମ ବନ୍ଦ ରହିଥିଲା । ସେଥିପାଇଁ ଏହାର ଜମିକୁ ଇଡକୋକୁ ହସ୍ତାନ୍ତର କରି ନୂତନ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଥିଲେ।

ଏହି ନିଷ୍ପତ୍ତି ଅନୁଯାୟୀ ଚିନିକଳର ସମୁଦାୟ ୧୦୩.୨୧ ଏକର ଜମି ମଧ୍ୟରୁ ବିବାଦମୁକ୍ତ ୭୨.୧୨ ଏକର ଜମି ପାଇଁ ଇଡକୋ ୪୦.୬୮ କୋଟି ଟଙ୍କା ପ୍ରଦାନ କରିଛି । ବରଗଡର ଅତିରିକ୍ତ ଜିଲ୍ଲାପାଳ ତଥା ବରଗଡ କୋଅପରେଟିଭ ସୁଗାର ମିଲ୍‌ସର Liquidatorଙ୍କୁ ଏହି ଟଙ୍କା ପ୍ରଦାନ କରାଯାଇଛି । ବାକି ସବୁ ଜମି ବିବାଦମୁକ୍ତ ହେବାପରେ ଇଡକୋକୁ ହସ୍ତାନ୍ତର କରାଯିବ।

Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରେନ୍ ଉପରେ ପଥର ଫିଙ୍ଗିବା ମାମଲା: 45 ଅଭିଯୁକ୍ତ ଗିରଫ, ସହଯୋଗ ପାଇଁ ପୂର୍ବତଟ ରେଳପଥର ନିବେଦନ

November 27, 2025

ଶିକ୍ଷକ ଓ ଶିକ୍ଷା କର୍ମଚାରୀ ମାନଙ୍କର ସମସ୍ୟା ସମାଧାନ କରନ୍ତୁ ସରକାର: ସମନ୍ୱୟ ସମିତି

November 27, 2025

ଦ୍ୱିତୀୟ ବିବାହ କଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ: ଆସାମ ବିଧାନସଭାରେ ଆଗତ ହେଲା ବିଲ୍

November 27, 2025

ୟୁପିଏସସିର ଶତାବ୍ଦୀ ସମ୍ମେଳନ କାର୍ଯ୍ୟକ୍ରମର ପୂର୍ଣ୍ଣାଙ୍ଗ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

November 27, 2025
Latest News

ଟ୍ରେନ୍ ଉପରେ ପଥର ଫିଙ୍ଗିବା ମାମଲା: 45 ଅଭିଯୁକ୍ତ ଗିରଫ, ସହଯୋଗ ପାଇଁ ପୂର୍ବତଟ ରେଳପଥର ନିବେଦନ

November 27, 2025

ଶିକ୍ଷକ ଓ ଶିକ୍ଷା କର୍ମଚାରୀ ମାନଙ୍କର ସମସ୍ୟା ସମାଧାନ କରନ୍ତୁ ସରକାର: ସମନ୍ୱୟ ସମିତି

November 27, 2025

ଦ୍ୱିତୀୟ ବିବାହ କଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ: ଆସାମ ବିଧାନସଭାରେ ଆଗତ ହେଲା ବିଲ୍

November 27, 2025

ୟୁପିଏସସିର ଶତାବ୍ଦୀ ସମ୍ମେଳନ କାର୍ଯ୍ୟକ୍ରମର ପୂର୍ଣ୍ଣାଙ୍ଗ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

November 27, 2025

IITF 2025: ପ୍ରଥମ ସ୍ଥାନ ଅଧିକାର କଲା ଓଡ଼ିଶା, ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

November 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.