Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ପାନିପଥ୍‌’ରେ ନଜର ଆସିବେ ବଲିଉଡ୍‌ର ବରିଷ୍ଠ ଅଭିନେତ୍ରୀ ଜୀନତ୍‌ ଅମାନ୍‌
ଆଜିର ଖବର

‘ପାନିପଥ୍‌’ରେ ନଜର ଆସିବେ ବଲିଉଡ୍‌ର ବରିଷ୍ଠ ଅଭିନେତ୍ରୀ ଜୀନତ୍‌ ଅମାନ୍‌

June 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

୭୦ଦଶକର ଲୋକପ୍ରିୟ ଅଭିନେତ୍ରୀ ଜୀନତ୍‌ ଅମାନ୍‌ ଅପ୍‌କମିଙ୍ଗ ଫିଲ୍ମ ‘ପାନିପତ୍‌’ରେ ନଜର ଆସିବେ । ଏହି ଫିଲ୍ମଟିରେ ଜୀନତ୍‌ ସକିନା ବେଗମ୍‌ ଚରିତ୍ରରେ ନଜର ଆସିବେ । ଆଶୁତୋଷ ଗଓ୍ବାରିକରଙ୍କ ଏହି ପିରିୟିଡିକି ଫିଲ୍ମରେ ଅର୍ଜୁନ୍‌ କପୁର୍‌, ସଞ୍ଜୟ ଦତ୍ତ, କ୍ରିତି ସାନନ୍‌ ପ୍ରମୁଖ ନଜର ଆସିବେ । ୧୭୬୧ ମସିହା ଜାନୁଆରୀ ୧୪ ତାରିଖରେ ପାନିପଥଠାରେ ହୋଇଥିବା ତୃତୀୟ ପାନିପଥ ଯୁଦ୍ଧକୁ ନେଇ ଏହି ଫିଲ୍ମର କାହାଣୀ ଗତିଶୀଳ । ଭାରତ ଇତିହାସରେ ଏହା ଏକ ମହତ୍ତ୍ବପୂର୍ଣ୍ଣ ଲଢେଇ । ଏହି ଲଢେଇ ମରାଠା ଓ ଅଫଗାନ୍‌ଙ୍କ ମଧ୍ୟରେ ହୋଇଥିଲା । ପୂର୍ବରୁ ଆଶୁତୋଷଙ୍କ ଫିଲ୍ମ ’ଗବାହୀ’ରେ ଜୀନତ୍‌ ଅଭିନୟ କରିଥିଲେ । ପୁଣିଥରେ ଜୀନତ୍‌ଙ୍କ ସହ କାମ କରିବାକୁ ନେଇ ଆଶୁତୋଷ ବେଶ୍‌ ଖୁସି ଅଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026
Latest News

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି, ୮ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରି

July 2, 2026

‘ଜ୍ଞାନୋଦୟ–ଶିକ୍ଷାରୁ ସମୃଦ୍ଧି’: ଓଡ଼ିଶାରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷାର ନୂଆ ଅଧ୍ୟାୟ

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.